-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ବେଆଇନ କାଠ ମାଫିଆ ଙ୍କ ଦୌରାତ୍ମ ବୃଦ୍ଧି,୬୪ ଖଣ୍ଡ ସାଗୁଆନ କାଠ ଜବତ*

02-Dec-2021



ଟିଟିଲାଗଡ଼ (ସନ୍ତୋଷ କୁମାର ନାଏକ) : ଟିଟିଲାଗଡ଼ ରେଞ୍ଜ ରେ ବ୍ୟାପକ ବେଆଇନ  କାଠ ମାଫିଆଙ୍କ ଦୌରାତ୍ମ ବୃଦ୍ଧି ପାଉଛି । ବଡ଼ମାଲ, ଫପସି ଓ ଧରପଗଡ଼ ଅଞ୍ଚଳରେ ବୃଦ୍ଧି ପାଉଥିବା ବେଳେ ଉକ୍ତ ଗାଁକୁ ଲାଗିଥିବା ବର୍ଣି ସଂରକ୍ଷିତ ଜଙ୍ଗଲ କାଠ ମାଫିଆଙ୍କ ଯୋଗୁଁ ଜଙ୍ଗଲ ନଷ୍ଟ  ହେବାରେ ଲାଗିଛି ।
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ରେଞ୍ଜ ଅନ୍ତର୍ଗତ ବଡମାଲ ଫପସି ଗ୍ରାମ ଇବ୍ରାହିମ ଖାନ(ବାବିଲି)ଙ୍କ ଘରେ ବେଆଇନ ସାଗୁଆନ ପଟା ରହିଥିବା ବଡ଼ମାଲ ଫାଣ୍ଡି ଅଧିକାରୀ ସର୍ବେଶ୍ୱର ସାହୁ ସୂଚନା ପାଇବା ପରେ ବଡ଼ମାଲ ବନ ବିଭାଗକୁ ଖବର ଦେଇଥିଲେ ।
ବଡମାଲ ଫରେଷ୍ଟର ପ୍ରିୟଙ୍କା ପୋଡ଼ଙ୍କ ନେତୃତ୍ୱରେ ବନବିଭାଗ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଫପସି ଗ୍ରାମର ଇବ୍ରାହିମ୍ ଖାନଙ୍କ ଘରେ ଚଢଉ କରି ପାଖାପାଖି ୬୪ ଖଣ୍ଡ ଶାଗୁଆନ କାଠ ଜବତ କରିଛି । କାଠକୁ ଜବତ କରି ଅଭିଯୋଗ କାରୀକୁ କୋର୍ଟ ଚାଲାଣ କରାଯିବ ବୋଲି ବଡ଼ମାଲ ବନବିଭାଗ ଅଧିକାରୀ ପୁଷ୍ପାଞ୍ଜଳି ପୋଢ଼ ସୂଚନା ଦେଇଛନ୍ତି । ଜବତ ହୋଇଥିବା କାଠର ଆନୁମାନିକ ମୂଲ୍ୟ ୬୦ ହଜାର ଟଙ୍କା ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିରେ ନାଗ ହରପାଲ, ନୁପୁର ଜାଲ, ନିଳାଞ୍ଚଳ ମାଝୀ, ଭଗବାନ ମାଝୀ, ସୋମନାଥ ମାଝୀ, ବିଦ୍ୟାଧର ବୁଡେକ ପ୍ରମୁଖ ବନ କର୍ମଚାରୀ ସାମିଲ ଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like