-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ଓମିକ୍ରନ୍’ ଭୟ: ଗତ ୫ ଦିନରେ କଟକକୁ ଆସିଛନ୍ତି ୧୯୨ ବିଦେଶ ଫେରନ୍ତା, ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌

03-Dec-2021



କଟକ: ‘ଓମିକ୍ରନ୍’କୁ ନେଇ ବିଶ୍ବବ୍ୟାପୀ ଏବେ ଆତଙ୍କ। ଏଭଳି ସମୟରେ ଗତ ୫ଦିନ ଭିତରେ କଟକ ଜିଲ୍ଲାକୁ ୧୯୨ଜଣ ବିଦେଶ ଫେରନ୍ତା ଆସିଥିବା ଜଣାପଡିଛି। ସେମାନଙ୍କ ତଥ୍ୟ ଆଜି ସଂଧ୍ୟାରେ ଜିଲ୍ଲାପ୍ରଶାସନ ପାଖରେ ପହଞ୍ଚିଥିବା ବେଳେ ସମସ୍ତ ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌ ଥିବା ସହକାରୀ ଜିଲ୍ଲାପାଳ ଅଳକା ରାଣୀ ପଣ୍ଡା ସୂଚନା ଦେଇଛନ୍ତି। ତେବେ ଉକ୍ତ ୧୯୨ଜଣ କେଉଁ କେଉଁ ଦେଶରୁ ଆସିଛନ୍ତି ଓ ସେମାନଙ୍କ ଘର ଜିଲ୍ଲାର କେଉଁ କେଉଁ ଅଞ୍ଚଳରେ ସେ ସଂପର୍କରେ ପ୍ରଶାସନ ପକ୍ଷରୁ ତର୍ଜମା ଆରମ୍ଭ ହୋଇଛି। ଉକ୍ତ ୧୯୨ଜଣଙ୍କ ମଧ୍ୟରୁ ଦକ୍ଷିଣ ଆଫ୍ରିକାରୁ କେହି ବିଦେଶ ଫେରନ୍ତା ଆସିଛନ୍ତି ନା ନାହିଁ ସେ ସଂପର୍କରେ ପ୍ରଶାସନ ଯଦିଓ ନିର୍ଦ୍ଦିଷ୍ଟଭାବେ ସୂଚନା ଦେଇନି ତଥାପି ସମସ୍ତଙ୍କ ତଥ୍ୟ ପ୍ରଶାସନ ପାଖରେ ରହିଥିବା ସହରକାରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

୨୭ ତାରିଖରୁ ଗତକାଲି ସୁଦ୍ଧା ୧୯୨ ଜଣ କଟକ ଆସିଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ସଜାଗ ରହିଛି। ଅନ୍ୟପଟେ ଆଜି କଟକ ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ଜିଲ୍ଲାରେ ୪୮୯୦ ନମୁନା ପରୀକ୍ଷା କରାଯାଇଥିଲା ଓ ଜିଲ୍ଲାର ସଂକ୍ରମଣ ହାର ୦.୩୯ ପ୍ରତିଶତ ରହିଥିବା ରାଜ୍ୟ କୋଭିଡ୍‌ ଡାଟା ବେସ୍‌ ତଥ୍ୟ କହୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like