-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା ଉପରେ ଜିଲ୍ଲା ପ୍ରଶାସନ ର ଗୁରୁତ୍ୱାରୋପ: ୬୦ ଗ୍ରାମପଂଚାୟତ ଏବଂ ୧୪ଗୋଟି ଗ୍ରାମକୁ ବାଲ୍ୟ ବିବାହମୁକ୍ତ ପଞ୍ଚାୟତ ଓ ଗ୍ରାମ ଘୋଷଣା

03-Dec-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ସୁବର୍ଣ୍ଣପୁର ତରଫରୁ ଜିଲ୍ଲାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହକୁ ବନ୍ଦ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଉଛି l ଏହି ପରିପ୍ରେକ୍ଷୀରେ ଜିଲ୍ଲାର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗ୍ରାମ ଗୁଡିକରେ ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା ସମ୍ୱନ୍ଧୀୟ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଶିଶୁ ସୁରକ୍ଷା ବିଭାଗ ତରଫରୁ ଜିଲ୍ଲା ସମାଜ ମଙ୍ଗଳ ବିଭାଗଙ୍କ ସହଯୋଗ ରେ ଚାଲୁ ରହିଛି l ଏହି ପରିପ୍ରେକ୍ଷୀରେ ଆଜି ତା 0୩/୧୨/୨୧ ରେ ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ, ଶିଶୁ ଵିକାଶ ପ୍ରକଳ୍ପ ସୋନପୁର ସୌଜନ୍ୟ ରେ କଳାପଥର ଗ୍ରାମ ପଂଚାୟତରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆଜି ଜିଲ୍ଲାର ୬୦ ଗ୍ରାମପଂଚାୟତ ଏବଂ ୧୪ଗୋଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ପଞ୍ଚାୟତ ଓ ଗ୍ରାମ ଘୋଷଣା କରିଛନ୍ତି l ଆଜି ସୁଦ୍ଧl ଜିଲ୍ଲାର ୭୬୭ଗୋଟି ଗ୍ରାମ ଓ ଜିଲ୍ଲାର ୬୦ ଟି ଗ୍ରାମପଂଚାୟତ କୁ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗ ଦ୍ୱାରା ବାଲ୍ୟ ବିବାହ ମୁକ୍ତ ଘୋଷଣା କରାଯାଇଛି  ଏହି କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ ତଥା ଲୋକାଭିମୁଖୀ କରିବା  ନିମନ୍ତେ ଜିଲ୍ଲପାଳ ଶ୍ରୀମତୀ ନରୱଣେ ଉପସ୍ଥିତ ସମ୍ପୃକ୍ତ ଅଧିକାରୀ ସ୍ଥାନୀୟ ସ୍ବେଛାସେବୀ ସଂଗଠନ ଓ ଜନସାଧାରଣଙ୍କୁ ପରାମର୍ଶ ଦେବା ସହ ବାଲ୍ୟ ବିବାହକୁ ପ୍ରୋତ୍ସାହିତ କରୁଥିବା ଅଥବା ପ୍ରଲୋଭିତ କିମ୍ବା ବାଧ୍ୟ୍ୟ ବଧକତା କରୁଥିବା ବ୍ୟକ୍ତି ବିଶେଷଙ୍କୁ ଆଇନ ଅନୁସାରେ ଦଣ୍ଡିତ କରାଯିବା ଉପରେ ଗୁରୁତ୍ଵାରୋପ କରିଛନ୍ତି l ଜିଲ୍ଲପାଳ ଜିଲ୍ଲାର ସମସ୍ତ କିଶୋର କିଶୋରୀ ମାନଙ୍କୁ ବାଲ୍ୟ ବିବାହ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବା ସହିତ ଉପଯୁକ୍ତ ଶିକ୍ଷା ଗ୍ରହଣ କରି ଜିଲ୍ଲାର ଗୌରବ ଆଣିବାକୁ ପରାମର୍ଶ ଦେଇଛନ୍ତି l ଆଜିର ଏହି ବାଲ୍ୟ ବିବାହ ମୁକ୍ତ ଘୋଷଣା କାର୍ଯ୍ୟକ୍ରମରେ ଶ୍ରୀମତୀ ଗୌରୀମଣି ହାଁସଦା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଚତୁର୍ଭୁଜ ଦାଶ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାକେଶ ପଧାନ, ଜିଲ୍ଲା ବାଲ୍ୟ ବିବାହ ପ୍ରତିରୋଧ ପରାମର୍ଶଦାତା, ଏକ୍ସନଏଡ଼, ବି ଡି ଓ-ସୋନପୁର  ସୌମ୍ୟ ରଞ୍ଜନ ସ୍ୱାଇଁ, ସି ଡି ପି ଓ ନିବେଦିତା ସରାଫ ପ୍ରମୁଖ ଅତିଥି ଭାବେ ଯୋଗଦାନ କରିଥିବା ବେଳେ କାର୍ଯ୍ୟକ୍ରମ ଅବସରରେ  ସନ୍ଧ୍ୟାରାଣୀ ପଧାନ ସରପଞ୍ଚ, କଳାପଥର ଜିପି., ସୁଶୀଲ କୁମାର ମହାପାତ୍ର, ପି ଇ ଓ,ମଞ୍ଜୁଲତା ସ୍ୱାଇଁ, ଏଲ ଏସ, ପ୍ରଭାମୟୀ, ଚାଇଲଡ ଲାଇନ ସଂଯୋଜକ, ଆଶିଷ କୁମାର ନାଏକ, ଚାଇଲଡ ଲାଇନ ସ୍ବେଛାସେବୀ ଏବଂ ସ୍କୁଲ ଶିକ୍ଷକ ଶିକ୍ଷୟତ୍ରୀ ତଥା ବିଭାଗର ଅନ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like