-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

03-Dec-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ତୁରେକେଲା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସକରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ସକାଶେ ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ଅନୁଷ୍ଠିତ ସଭାରେ ସଭାପତି ଭାବେ ବିଆରସିସି ଶ୍ରୀ ଫକୀର ଚରଣ ବିଶି,ମୁଖ୍ୟବକ୍ତା ଭାବେ ଜୁନିୟର ରେଡକ୍ରସ ପରାମର୍ଶ ଦାତା ତଥା ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରଞ୍ଚି ନାରାୟଣ ଦାଶ, ସମ୍ମାନୀତ ଅତିଥି ଭାବେ ବଡବାବୁ ଶ୍ରୀ ବିଜୟ କୁମାର ପାଣିଗ୍ରାହୀ,ପରମେଶ୍ବର ଖମାରୀ, ରାମକୃଷ୍ଣ ସେଲମା ଯୋଗ ଦେଇଥିଲେ।ମୁଖ୍ୟସ୍ରୋତରେ ଦିବ୍ୟାଙ୍ଗ ଭାଇଭଉଣୀମାନଙ୍କୁ ସାମିଲ କରି ପାରିଲେ ଆମ ମାନଙ୍କର ପରିଶ୍ରମ ସାର୍ଥକ ହେବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ।ବିଆରଟି ସୁନିଲ ସାହୁ ସ୍ୱ।ଗତ ଅଭିଭାଷଣ ଓ ବିଆରଟି ଜ୍ୟୋତିବିକାଶ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।ଦିବ୍ୟାଙ୍ଗ ଭାଇଭଉଣୀମାନଙ୍କ ଭିତରେ ଚିତ୍ରାଙ୍କନ,ସଙ୍ଗୀତ, ମ୍ୟୂଜିକ ଚେୟାର, ବାଟିଚାମଚ ଆଦି ପ୍ରତିଯୋଗିତା କରାଯାଇଥିଲା।ପ୍ରତି ବିଭାଗରୁ ବିଜେତା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିବାରେ ଆଇଡି ସଂଯୋଜକ ସୁଜାତା ମହାନ୍ତି, ଛବିଲା ନାଏକ,ଶିକ୍ଷକ ପ୍ରେମରାଜ ପାଣିଗ୍ରାହୀ,ପ୍ରକାଶ ମେହେର, ବିବେକାନନ୍ଦ ରାୟ,ସତ୍ୟ ପ୍ରକାଶ ସାହୁ,ସୁନିଲ ରଞ୍ଜନ ସଲତାର, ଅଜିତ କୁମାର ବାରିକ,ସୂର୍ଯ୍ୟ ରାମ ମାଝୀ, ଶିଶିର କୁମାର ପ୍ରଧାନ, ପ୍ରକାଶ ସେଲମା, ସରୋଜ ପୁରୋହିତ, ଟିକେଶ୍ୱର ବେହେରା,ବିଜୟ ତାଣ୍ଡି, ପ୍ରସନ୍ନ ଲୁହା, ଜ୍ୟୋତିକାନ୍ତ ବଣିଆ,ସେନାପତି ମେହେର,ଜିତେନ୍ଦ୍ର ନାୟକ,ସୁଶାନ୍ତ ପ୍ରଧାନ,ରମେଶ ସୁନା,ସଞ୍ଜୟ ଖୁରା,ବବରୁ ନାୟକ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like