-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କୋଶଲି ବାଲ୍ମିକୀ ଇନ୍ଦ୍ରମଣି ସାହୁଙ୍କ ଜୟନ୍ତୀ ଅବସରରେ ତହଁକ ସାହିତ୍ୟ କୁଟୁମ ତରଫରୁ ତିନିଦିନ ବ୍ୟାପି ଅନଲାଇନ୍ ମାଧ୍ୟମରେ ଭିନ୍ନ ଭିନ୍ନ ସାହିତ୍ୟ କାର୍ଯ୍ୟକ୍ରମ

29-Sep-2020



କୋଶଲି ବାଲ୍ମିକୀ ଇନ୍ଦ୍ରମଣି ସାହୁଙ୍କ ଜୟନ୍ତୀ ଅବସରରେ ତହଁକ ସାହିତ୍ୟ କୁଟୁମ ତରଫରୁ ତିନିଦିନ ବ୍ୟାପି ଅନଲାଇନ୍ ମାଧ୍ୟମରେ ଭିନ୍ନ ଭିନ୍ନ ସାହିତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ରୁକ୍ମଣ ବିଶ୍ବାଲଙ୍କ ସଂଯୋଜନାରେ କବିତା ଆସର ହୋଇଥିଲା ଏଥିରେ ବ୍ରଜମୋହନ ବିଶୋଇ, ଆଲ୍ଲାଦିନି ପାଣିଗ୍ରାହୀ ଦାସ , ଅନିଲ ସାହୁ, ମହେନ୍ଦ୍ର ପଟେଲ ଏବଂ ଭରତ ମେହେର ଯୋଗଦେଇ ସ୍ୱରଚିତ କବିତା ପାଠ କରିଥିଲେ ସଂଧ୍ୟା ଅଧିବେଶନରେ ଗାଲ୍ପିକ କ୍ଷେତ୍ରବାସୀ ନାଏକଙ୍କ ସଂଯୋଜନାରେ କୋଶଲି ଅସ୍ମିତାର୍ ଭିନ୍ ଭିନ୍ ଦିଗ୍ ଆଲୋଚନା ଚକ୍ର ହୋଇଥିଲା ଏଥିରେ ପ୍ରଫେସର ଡକ୍ଟର ସନ୍ତୋଷ କୁମାର ରଥ, ଡକ୍ଟର ସୁଜିତ କୁମାର ପୃଷେଠ୍, ଅଧ୍ୟାପକ ଲୋହିତାକ୍ଷ ଯୋଷୀ, ଡକ୍ଟର ସଞ୍ଜୟ କୁମାର ମିଶ୍ର ଏବଂ ଗବେଷକ ମାନସ କୁମାର ଷଡଙ୍ଗୀ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଦ୍ଵିତୀୟ ଦିବସର ପ୍ରଥମ ଅଧିବେଶନରେ କୃପାସିନ୍ଧୁ ମହାକୁର ଙ୍କ ସଂଯୋଜନାରେ ବୈରାଗୀ ସାହୁ, ତ୍ରିଲୋଚନ ସାହୁ, ଶ୍ରୀକାନ୍ତ ପଧାନ, ଅକ୍ରୁର ବାଗ, ହିମାଂଶୁ କୁମ୍ଭାର, ପ୍ରଭାତ ଖମାରି କବିତା ପଠନ କରିଥିବାବେଲେ ସଂଧ୍ୟା ଅଧିବେଶନରେ ନାରୀ କବିତାର୍ ଝରନ୍ କବିତା ଆସର ହୋଇଥିଲା ଏଥିରେ ମାନସୀ ସାହୁଙ୍କ ସଂଯୋଜନାରେ ମାନିନୀ ମେହେର, ସବିତା ମହରା, ଲିଲି ପଟେଲ, ସସ୍ମିତା ମେହେର ଏବଂ ବର୍ଷାରାଣୀ ସାହୁ ସ୍ୱରଚିତ କବିତା ପାଠ କରିଥିଲେ। ତୃତୀୟ ଦିନରେ ରାଜେଶ ଦଣ୍ଡସେନାଙ୍କ ସଂଯୋଜନାରେ ଏକ କୋଶଲି ଅସ୍ମିତାର୍ ଖୁଜାନୁରା ନାମକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ଏଥିରେ କୋଶଲ ଗୌରବ ରାମଭକ୍ତ ଫରିକାର, ବିଶିଷ୍ଟ କବି ଆନନ୍ଦ ଚନ୍ଦ୍ର ସାହୁ ଏବଂ ବିଶିଷ୍ଟ କବି ସନ୍ଦୀପ କୁଅଁର ଯୋଗଦେଇ ଭାଷା ସାହିତ୍ୟ ଉପରେ ଆଲୋଚନା କରିଥିଲେ। ଦ୍ୱିତୀୟ ଅଧିବେଶନ ଗୋପୀନାଥ ଦଣ୍ଡସେନାଙ୍କ ସଂଯୋଜନାରେ ଏକ ବ୍ୟଂଗ କବିତା ଆସର ହୋଇଥିଲା ଏଥିରେ ଦିଲିପ ମହାନ୍ତି, ସଚିତାନନ୍ଦ ପଣ୍ଡା, ବ୍ରହ୍ମାନନ୍ଦ ବନଛୋର, ନେପାଲ ଚନ୍ଦ୍ର ବାଗ ଏବଂ କୁଲମଣି ସାହୁ ଯୋଗଦେଇ ବ୍ୟଂଗ କବିତା ଆସରକୁ ହସେଇ ହସେଇ ବେଦମ କରିଥିଲେ ସଂଧ୍ୟା ତଥା ଶେଷ ଅଧିବେଶନରେ ଅର୍ଜୁନ ସାହୁଙ୍କ ସଂଯୋଜନାରେ ଏକ ଭକ୍ତି କବିତା ଆସର ଅନୁଷ୍ଠିତ ହୋଇଥିଲା ଏଥିରେ କବିତା ମିଶ୍ର, ସହଦେବ ଖମାରୀ, ସାବୀତ୍ରି ସାହୁ, ଯଦୁମଣି କର୍ଣ୍ଣ, ଘନସ୍ୟାମ ମେହେର, ନବରତ୍ନ ସାହୁ ଏବଂ ଶ୍ରିୟାକାନ୍ତ ଦାଶ ପ୍ରମୁଖ ଯୋଗଦେଇ ଭକ୍ତି କବିତା ପଠନ କରିଥିଲେ। ଏହି ସବୁ ଆସର ଆୟୋଜନ କରିଥିବା ପାଇଁ ତହଁକ କୁଟୁମ କୁ ପାଠକ ଶ୍ରୋତା ଭୁରିଭୁରି ପ୍ରଶଂସା କରିଥିଲେ।
ସମସ୍ତ କାର୍ଯ୍ୟକ୍ରମ କୁ ସଭାପତି ଗୋପୀନାଥ ଦଣ୍ଡସେନା, ମୂଖ୍ୟ ସଂପାଦକ ଅର୍ଜୁନ ସାହୁ ଏବଂ ସଂପାଦକ ରାଜେଶ ଦଣ୍ଡସେନା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like