-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||     

HOME   ଦେଶ ବିଦେଶ

ଜୋ ବାଇଡେନ୍ ହେବେ ଆମେରିକାର ରାଷ୍ଟ୍ରପତି

08-Nov-2020



ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ହାରିଲେ ଡୋନାଲ୍ଡ ଟ୍ରମ୍ପ। ଜୋ ବାଇଡେନ୍ ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବେ। ବାଇଡେନ୍‌ଙ୍କ ୨୮୪ଟି ଭୋଟ୍ ମିଳିଥିବା ବେଳେ ଟ୍ରମ୍ପଙ୍କୁ ମିଳିଛି ୨୧୪। ଭାରତୀୟ ବଂଶୋଦ୍ଭବ କମଳା ହାରିସ୍ ହେବେ ଉପରାଷ୍ଟ୍ରପତି। ଆନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ଦ ନ୍ୟୁୟର୍କ ଟାଇମ୍ସ ସୂତ୍ରରୁ ସୂଚନା ଦିଆଯାଇଛି।

ତେବେ ଭୋଟିଂର ୩ ଦିନ ପରେ ବି ଫଳାଫଳ ନେଇ ସ୍ପଷ୍ଟ ଚିତ୍ର ଆସିନଥିଲା। ପୋଷ୍ଟାଲ ବାଲାଟ ଓ ଇ-ମେଲ୍ ଭୋଟ୍ ଗଣତିରେ ବିଳମ୍ବ ଯୋଗୁ ଫଳାଫଳ ସ୍ପଷ୍ଟ ହୋଇପାରୁନଥିଲା। ଜର୍ଜିଆ, ନେଭାଡ଼ା, ଓ ପେନ୍ସିଲଭାନିଆରେ ଆଜି ବି ଭୋଟ ଗଣତି ଚାଲିଥିଲା।

ଏହି ୩ଟି ରାଜ୍ୟରୁ ଯେକୌଣସି ଗୋଟିଏ ରାଜ୍ୟ ଦଖଲ କଲେ ଜୋ ବାଇଡେନ୍ ରାଷ୍ଟ୍ରପତି ହେବା ନିଶ୍ଚିତ ଥିଲା। ପେନ୍ସିଲଭାନିଆ ବିଜୟ ପରେ ମ୍ୟାଜିକ୍ ନମ୍ବର ଟପିଥିଲେ ବାଇଡେନ୍। ତେବେ ପୋଷ୍ଟାଲ ଓ ଇ-ମେଲ୍ ଭୋଟ୍‌ରେ ଠିକଣା ଓ ଦସ୍ତଖତ ଯାଞ୍ଚ ପାଇଁ ଅଧିକ ସମୟ ଲାଗୁଥିବାରୁ ଫାଇନାଲ ରେଜଲ୍ଟ ଆସିବା ବିଳମ୍ବ ହୋଇଥିଲା।


News Comment




Photo in News

Advertisment
Lastest News
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026

You Might Also Like