-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ପାଇକମାଲ ବ୍ଳକ ସ୍ତରୀୟ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳନ

03-Dec-2021



ପଦ୍ମପୁର:-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ପରିସରରେ ଥିବା ଗୋଷ୍ଠୀ ଶିକ୍ଷା କାର୍ଯ୍ୟଳୟ ଠାରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମାନ ପ୍ରେମାନନ୍ଦ ବାରିକ ଙ୍କ ସଭାପତିତ୍ବରେ ବ୍ଳକ ସ୍ତରୀୟ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି lଏହି କାର୍ଯ୍ୟକ୍ରମ ରେ ପାଇକମାଲ ବ୍ଳକ ଅଧ୍ୟକ୍ଷ ଅଲତାପ ମହମ୍ମଦ ମୁଖ୍ୟ ଅତିଥି ଭାବେ ଯୋଗ କରିଥିବାବେଳେ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀମାନ ଶିବ ପ୍ରସାଦ ଯୋଶୀ,ପାଇକମାଲ ସରକାରୀ ଚିକିତ୍ସାଳୟ ର ଡାକ୍ତର ଶ୍ରୀଧର ପ୍ରଧାନ, ଡାକ୍ତର ଚିତ୍ତରଞ୍ଜନ ସାହୁ ଯୋଗଦାନ କରିବା ପୂର୍ବକ ଉତ୍ସାହିତ କରିଥିଲେ lମୁଖ୍ୟବକ୍ତା ଭାବେ ଶ୍ରୀମାନ ଅରୁଣ ବିଶ୍ୱାଳ ଅଧ୍ୟକ୍ଷ ସ୍ୱତନ୍ତ୍ର ବିଦ୍ୟାଳୟ ନୂଆପଡ଼ା ଯୋଗଦାନ କରି ବିଶ୍ୱ ଭିନ୍ନକ୍ଷମ ଦିବସ ର ତାତ୍ପର୍ଯ୍ୟ ସମ୍ପର୍କ ବିଷଦ ଭାବେ ମତବ୍ୟକ୍ତ କରିଥିଲେ lପାଇକମାଲ ଅଧିନରେ ଥିବା ବିଭିନ୍ନ ବିଦ୍ୟାଳୟ ରୁ ସମୁଦାୟ ୯୦ ଜଣ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ lନାଚ, ଗୀତ, ଚିତ୍ରାଙ୍କନ,ମ୍ୟୁଜିକ ଚେୟାର ଆଦି  ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମଞ୍ଚାସୀନ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା lଏହି କାର୍ଯ୍ୟକ୍ରମ ରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀମାନ ସୁବାସ ଚନ୍ଦ୍ର ସାହୁ, ମନୋରଞ୍ଜନ ପଟେଲ,ଆଇଆଇଭି ଶ୍ରୀମାନ କୁଞ୍ଜବିହାରୀ ପ୍ରଧାନ, ହୃଦାନନ୍ଦ ରଣା,ଉଜଲ ମହାନନ୍ଦ ତଥା ବ୍ଳକ ର ସମସ୍ତ କର୍ମଚାରୀ ସମ୍ପୁର୍ଣ୍ଣ ରୂପେ ସହଯୋଗ କରିଥିଲେ lପରିଶେଷରେ ଗୋଷ୍ଠୀ ସାଧନ ଶିକ୍ଷକ ଶ୍ରୀମାନ ବିରେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like