-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଏସ୍ ପି ଙ୍କୁ ଭେଟି ଜିଲ୍ଲାର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଉପରେ ଆଲୋଚନା କଲେ ସୁବର୍ଣ୍ଣପୁର ର ମିଡ଼ିଆ କର୍ମକର୍ତ୍ତା

03-Dec-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ::ବିଗତ କିଛିଦିନ ହେଲା ସମଗ୍ର ସୁବର୍ଣ୍ଣପୁର ଜିଲ୍ଲା ସମେତ ସହରରେ କ୍ରମାଗତ ଭାବେ ବଢିଚାଲିଥିବା ଲୁଟ ,ରାହାଜାନି, ଛିନତାଇ, ଓ ବାଇକଲୁଟ ଘଟଣା ବୃଦ୍ଧି ପାଇଥିଲେହେଁ ପୁଲିସର ଢିଲା କାର୍ଯ୍ୟାନୁଷ୍ଠାନ ପାଇଁ ଦିନକୁ ଦିନ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା ଘଟଣାରେ ଉଦବେଗ ପ୍ରକାଶ କରି ଆଜି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ମିଡିଆ ର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ସୀତାରାମ ଶତପଥି ଙ୍କୁ ଭେଟି ଜିଲ୍ଲାର ବିପର୍ଯ୍ୟସ୍ତ ହୋଇ ପଡିଥିବା ଆଇନଶୃଙ୍ଖଳା ପରିସ୍ଥିତି ଉପରେ ବିସ୍ତାର ଭାବେ ଆଲୋଚନା କରିଥିଲେ ।ଜିଲ୍ଲାର ପ୍ରିଣ୍ଟ ମିଡ଼ିଆ ଫୋରମର ମନୋରଞ୍ଜନ ତ୍ରିପାଠୀ ଓ ସନ୍ତୋଷ ମିଶ୍ରଙ୍କ ସଂଯୋଜନା ରେ ଆହୁତ ଏହିବୈଠକରେ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ଗୋରେଖନାଥ ସାହୁ ଙ୍କ ନେତୃତ୍ତ୍ୱ ରେ ଏହି ପ୍ରତିନିଧିଦଳ ଆରକ୍ଷୀ ଅଧିକ୍ଷକ ଙ୍କୁ ଭେଟି ପୋଲିସ ପେଟ୍ରୋଲିଂ କୁ କଡ଼ାକଡ଼ି କରିବା ସହ ବିଭିନ୍ନ ଘଟଣାର ଦୋଷୀ ଙ୍କୁ ଧରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ବର୍ତ୍ତମାନ ସ୍ଥାନୀୟ ପୁଲିସର ର ଢିଲାପଣ ଯୋଗୁଁ ଅସାମାଜିକ ବ୍ୟକ୍ତି ବିଶେଷ ଆହୁରି ବେଧଡକ ଭାବେ ପ୍ରତ୍ୟେହ କିଛିନାକିଛି ଘଟଣା ଘଟାଉଥିବା ଯୋଗୁଁ ବର୍ତ୍ତମାନ ସହରବାସୀ ଆଉ ନିଜକୁ ନିରାପଦ ମଣୁନାହାନ୍ତି। ସହରରେ ପ୍ରତିଦିନ ଚୋରି ଓ ଲୁଟଘଟଣା ବୃଦ୍ଧିପାଇଛି।ଏଣୁ ଏସବୁର ନିରାକରଣପାଇଁ ଆରକ୍ଷୀ ଅଧିକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସମସ୍ତ ଘଟଣାର ଗୁରୁତ୍ୱକୁ ଉପଲବଧି କରି ଜିଲ୍ଲା ଏସ୍ ପି ମଧ୍ୟ ଏସମସ୍ତ ଘଟଣାରେ ଠୋସ୍ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରତିଶୃତି ଦେଇଥିଲେ। ଏହି ପ୍ରତିନିଧିଦଳ ରେ ଗୋରେଖନାଥ ସାହୁ,ମନୋରଞ୍ଜନ ତ୍ରିପାଠୀ, ସନ୍ତୋଷ ମିଶ୍ର,ବିବେକାନନ୍ଦ ମିଶ୍ର, ରତନ ପଟ୍ଟନାୟକ,ମୃତ୍ୟୁ ଞ୍ଜୟ    ଶତପଥି,ନବକିଶୋର ମିଶ୍ର,ରାଜକିଶୋର ତ୍ରିପାଠୀ, ମହାଦେବ ମଲ୍ଲିକ,ସଞ୍ଜୟ ସାହୁ, ପିତାମ୍ବର ମହାପାତ୍ର, ମନୋରଞ୍ଜନ ପାଣିଗ୍ରାହୀ, ଶେଷଦେବ ବାରିକ,ପିନାକୀ ପଣ୍ଡା,ସଦାଶିବ ସାହୁ,ସର୍ଜନ ବାରିକ, ସହଦେବ ମେହେର, ଧନଞ୍ଜୟ ଆଡ଼ ଯୁଆଡି, ନିରଞ୍ଜନ ଭୋଇ, ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like