-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଜମିବାଡି କଳହର ଉଗ୍ରରୂପ ବୃଦ୍ଧାଙ୍କୁ ଆକ୍ରମଣ ପାଗା ଫାଣ୍ଡିରେ ଅଭିଯୋଗ

03-Dec-2021



ସାଲେପୁର: ଜମିବାଡ଼ି ବିବାଦକୁ କେନ୍ଦ୍ରକରି ବୃଦ୍ଧାମହିଳାଙ୍କୁ ପଡ଼ୋଶୀଙ୍କ ଆକ୍ରମଣ। ବୃଦ୍ଧା ମହିଳା ଜଣଙ୍କ ଗୁରୁତର।ଥାନାରେ ଅଭିଯୋଗ।ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ଜଗତପୁର ଥାନା ପାଗା ଫାଣ୍ଡି ସିଂହମାପୁର ଗ୍ରାମରେ। ଗୁରୁତର ବୃଦ୍ଧାମହିଳା ଜଣଙ୍କ ହେଲେ ଉର୍ମିଳା ନାଥ। ପଡ଼ୋଶୀ ଧ୍ରୁବ ନାଥଙ୍କ ପୁଅ ବିଚିତ୍ରା ନାଥ ଝିଅ ଲକ୍ଷ୍ମୀପ୍ରିୟା ନାଥ, ସରସ୍ୱତୀ ନାଥ କଟୁରି ଲୁହା ରଡ଼ ,କାଚ ବୋତଲ ସାହାର୍ଯ୍ୟରେ ଆକ୍ରମଣ କରିଥିଲେ। ଆକ୍ରମଣରେ ବୃଦ୍ଧା ଉର୍ମିଳାଙ୍କ ହାତରେ ଶକ୍ତ ଚୋଟ ସହୂ ଶରୀର ବିଭିନ୍ନ ସ୍ଥାନରେ ଆଘାତ ଲାଗିବାରୁ ତାଙ୍କୁ ଗାଁ ଲୋକେ ଉଦ୍ଧାରକରି ପ୍ରଥମେ ସାଲେପୁର ମେଡିକାଲକୁ

ନେଇଥିଲେ ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନତର କରିଥିଲେ। ଏବେ ଗୁରୁତର ଅବସ୍ଥାରେ ବୃଦ୍ଧା ଉର୍ମିଳା ନାଥ ଘରେ ଚିକିତ୍ସାଧୀନ ଅଛନ୍ତି। ମା କୁ ପଡ଼ୋଶୀଙ୍କ ଆକ୍ରମଣରୁ ଅଟକାଇବା ସମୟରେ ଦୁଇ ଝିଅ ମଧ୍ୟ  ଆକ୍ରମଣର ଶିକାର ହୋଇଥିଲେ। ଏନେଇ ବୃଦ୍ଧା ଉର୍ମିଳା ନାଥ ପାଗା ଫାଣ୍ଡି ଓ ଜଗତପୁର ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କେବଳ ଗୋଟେ କେଶ କରିଦେଇ ଚୁପ ମାରି ବସିପଡିଛି। ଘଟଣାକୁ ୭ଦିନ ବିତିଗଲା ପରେଭି ପୋଲିସ ର କର୍ଯ୍ୟାନୁଷ୍ଠାନ କୁ ନେଇ ପିଡିତା ପରିବାର ଏବେ ସୁରକ୍ଷା ଚିନ୍ତାରେ।ପାଗ ଫାଣ୍ଡି ଅଧିକାରୀ କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଛି ପିଡିତ ପରିବାର। ଏପଟେ ପଡ଼ୋଶୀ ମଧ୍ୟ ପାଲଟା ଅଭିଯୋଗ କରିଥିବାର ପାଗା ଫାଣ୍ଡି ଅଧିକାରୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like