-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||     

HOME   ଜିଲ୍ଲା

ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

03-Dec-2021



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି l ଗୋଷ୍ଠୀ ଶିକ୍ଷାଧିକାରୀ  ସୁଶ୍ରୀ ରୀନାକୁମାରୀ ବେହେରା ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ l ଉଦଘାଟନୀ ଉତ୍ସବରେ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ବ୍ୟାସଦେବ ରାୟ, ଶ୍ରୀମତୀ ରିସୀମତୀ ତ୍ରିପାଠୀ, ଶ୍ରୀଯୁକ୍ତ ଟଙ୍କଧର ଭୋଇ, ମୁଖ୍ୟ କିରାଣୀ ବୈଷ୍ଣବ ଷଡ଼ଙ୍ଗୀ, ବରିଷ୍ଠ କିରାଣୀ ସୋମନାଥ ବିଶ୍ୱାଳ, ସିଆରସିସି ସୁଦାମ ପଧାନ, ଯାଦବ ନାଏକ, ଗୋବିନ୍ଦ ବେହେରା, ପବିତ୍ର ପଟେଲ, କେୟମ ଖାନ, ହେମନ୍ତ କୁମାର ନାଗ, ପର୍ଶୁରାମ ସୁନା, ବିଆରଟି ବିଶ୍ୱବନ୍ଦିତା ମହାପାତ୍ର, ସେବତୀ ପଧାନ ଉପସ୍ଥିତ ଥିଲେ l ଉକ୍ତ ଉତ୍ସବରେ ବକ୍ତlମାନେ କିପରି ଭାବେ ଦିବ୍ୟାଙ୍ଗ ପିଲାମାନଙ୍କ ଉନ୍ନତି ହୋଇପାରିବ ଓ ସେମାନେ କିପରି ଭାବେ ମୁଖ୍ୟ ସ୍ରୋତରେ ସାମିଲ ହୋଇ ନିଜ ନିଜର କାର୍ଯ୍ୟଦକ୍ଷତା ପ୍ରତିପାଦନ କରିପାରିବେ ବକ୍ତବ୍ୟ ପ୍ରଦାନ କରିଥିଲେ l ଏହି ଅବସରରେ ଦିବ୍ୟାଙ୍ଗ ପିଲାମାନଙ୍କ ମଧ୍ୟରେ କନିଷ୍ଠ ଓ ବରିଷ୍ଠ ବର୍ଗର ପ୍ରତଯୋଗିତା ଆୟୋଜନ କରାଯିବା ସହ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l ପଣ୍ଡରାଣୀ କ୍ଲଷ୍ଟର ସିଆରସିସି  ପର୍ଶୁରାମ ସୁନା ମଞ୍ଚ ପରିଚାଳନା କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ  ଟଙ୍କଧର  ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026

You Might Also Like