-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବରଗଡ ଆର. ଏମ. ସି. ର ବିଭିନ୍ନ ମଣ୍ଡିକୁ ଜିଲ୍ଲାପାଳଙ୍କ ପରିଦର୍ଶନ

03-Dec-2021



ବରଗଡ:-ବରଗଡ ଚଳିତ ଖରିଫ ଋତୁରେ ବରଗଡଜିଲ୍ଲାରେ ପର୍ଯ୍ୟାଯକ୍ରମେ ଆରମ୍ଭ ହୋଇଥିବା ଧାନସଂଗ୍ରହ ପକ୍ରିୟାକୁ ତଦାରଖ କରିବା ଉଦ୍ଦେଶ୍ଯରେ ଆଜି ବରଗଡ଼ ଜିଲ୍ଲାପାଳ ମନିଷା ବାର୍ନାଜୀ ବରଗଡ ନିଯନ୍ତ୍ରଣ ବଜାର କମିଟି ଅଧୀନସ୍ଥ ବିଭିନ୍ନ ମଣ୍ଡି  ପରିଦର୍ଶନ କରିଥିଲେ।ପ୍ରଥମେ ଗୁଡେଶିରା ମଣ୍ଡି ପରିଦର୍ଶନ ବେଳେ କାଗଜପତ୍ର ଓ ଗୋଦାମ ଗୃହରେ ଗଚ୍ଛିତ ଧାନ ବ୍ୟବସ୍ଥିତ ଭାବେ ଥିବାରୁ ଜିଲ୍ଲାପାଳ ସନ୍ତୋଷ ବ୍ଯକ୍ତ କରିବା ସହ ଯଥାଶୀଘ୍ର ମଣ୍ଡିର ଧାନ ଉଠାଣ ପାଇ ମିଲର୍ସ ମାନଙ୍କୁ ପରାମର୍ଶ ଦେଇଥିଲେ ।ଦ୍ବିତୀୟ ମଣ୍ଡି ପରିଦର୍ଶନ କରି ଚାଷୀ ଙ୍କ ଦ୍ବାରା ବହୁ କଷ୍ଟରେ ଉପାର୍ଜିତ ଧାନ କିଭଳି ସୁରୁଖୁରୁ ବିକ୍ରି ହୋଇପାରିବ ଉପସ୍ଥିତ ପେକସ ଆର ଏମ ସି କର୍ମଚାରୀ ଙ୍କୁ ନିଜ ନିଜ ଦାୟିତ୍ବ ଓ କର୍ତ୍ତବ୍ଯ କୁ ସୁଚାରୁ ରୂପେ ସଂପାଦନ କରିବା ପାଇ ଗୁରୁତ୍ୱାରୋପ କରିଥିଲେ ।ସେଠାରେ ଉପସ୍ଥିତ ବିଭିନ୍ନ ଚାଷୀ ଓ ଦୈନିକ ବଜାର ବ୍ଯକ୍ତି ବିଶେଷଙ୍କ ସହ

ବଜାର ବ୍ଯବସ୍ଥା ଓ ଉପଲବ୍ଧ ସୁବିଧାସୁଯୋଗ ଉପରେ ଆଲୋଚନା କରିଥିଲେ ।ପରେ ବରପାଲି ମଣ୍ଡିକୁ ପରିଦର୍ଶନ କରି କାଗଜପତ୍ର ଓ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ ଭାବେ ଧାନ ଗଚ୍ଛିତ ଥିବାରୁ ସେଠାରେ ମଧ୍ଯ ସନ୍ତୋଷ ପ୍ରକାଶ କରି କର୍ମଚାରୀଙ୍କୁ ଉତ୍ସାହିତ କରିଥିଲେ।ଶେଷରେ ବରପାଲି ନିକଟସ୍ଥ ରେମତା କ୍ରୟ କେନ୍ଦ୍ରକୁ ମଧ୍ଯ ପରିଦର୍ଶନ କରିଥିଲେ । ମାଁ ବୀଣାପାଣି ମହିଳା ସ୍ବୟଂ ସହାୟିକା ଗୋଷ୍ଠି ଦ୍ବାରା ପରିଚାଳିତ ହେଉଥିବା ଏହି ଧାନ କ୍ରୟ କେନ୍ଦ୍ର ମାଧ୍ଯମରେ ସ୍ଥାନୀୟ ଚାଷୀ ଯେଭଳି ସୁବିଧା ରେ ସୁରୁଖୁରୁ ରେ ନିଜର ଧାନକୁ ବିକ୍ରି କରିପାରିବେ ସେ ଦିଗରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଗଭୀର ଆତ୍ମବିଶ୍ୱାସ ନିଷ୍ଠା ଓ ପରିଶ୍ରମ ସହ ପରିଚାଳିତ କରି ଅନ୍ଯମାନଙ୍କ ପାଇ ଆଦର୍ଶ ସୃଷ୍ଠି କରିବା ପାଇ ପରାମର୍ଶ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like