-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ଦିବ୍ୟାଙ୍ଗ ଦିବସ ଅବସରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ତରଫରୁ ଆଲୋଚନାଚକ୍ର

03-Dec-2021



ଗଞ୍ଜାମ,(ଭଗବାନ ପାଢ଼ୀ) :: ବିଶ୍ଵ ଦିବ୍ୟାଙ୍ଗ ଦିବସ ଅବସରରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ତରଫରୁ ଶୁକ୍ରବାର ଦିନ ସିନେଟ୍ ହଲରେ ଏକ ସଭା ଓ ୱେବିନାର ଆୟୋଜିତ ହୋଇଛି। ଏହି ସଭାରେ କୁଳପତି ପ୍ରଫେସର ଗୋବିନ୍ଦ ଚକ୍ରପାଣି, ପିଜି କାଉନସିଲ ର ଅଧ୍ୟକ୍ଷ ପ୍ରଫେସର ପ୍ରତାପ କୁମାର ମହାନ୍ତି, କଲେଜ ଉନ୍ନୟନ କାଉନସିଲ ର ନିର୍ଦେଶିକା ପ୍ରଫେସର ଅରୁନ୍ଧତୀ ରଥ ପ୍ରମୁଖଙ୍କ ସହ ଅନ୍ୟାନ୍ୟ ଅଧ୍ୟାପକ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ। ଏହି ଦିବସ ପାଇଁ  ଆୟୋଜିତ ୱେବିନର ର ଶୀର୍ଷକ "ଦୀବ୍ୟାଙ୍ଗ ମାନଙ୍କ ଶିକ୍ଷା କ୍ଷେତ୍ରରେ ସମସ୍ୟା ଓ ସମାଧାନ" ଥିବା ବେଳେ ଏଥିରେ ଇଗ୍ନୋ, ନୂଆଦିଲ୍ଲୀ ର ଆସିଷ୍ଟାଣ୍ଟ ପ୍ରଫେସର ଡକ୍ଟର ଟାଟା ରାମା କ୍ରିଷ୍ଣନ ଏବଂ ଇଗ୍ନୋ ,କୋରାପୁଟ ର ଏ ଆର୍ ଡି ଶ୍ରୀ ମାଧବ କୁମାର ବିଷୋୟୀ ଏହି ସନ୍ଦର୍ଭରେ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଏହି ୱେବିନାର୍ ରେ ୫୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ, ବ୍ୟକ୍ତବିଶେଷ ଯୋଗ ଦେଇଥିଲେ। ସଭା ଶେଷରେ ବିଶ୍ଵବିଦ୍ୟାଳୟ ର ଦିବ୍ୟାଙ୍ଗ ଙ୍କ ପାଇଁ ଉଦ୍ଧିଷ୍ଟ ସେଲ୍ ର ଭାରପ୍ରାପ୍ତ ଅଧିକାରୀ ଡକ୍ଟର ଶାରଦା ପ୍ରସନ୍ନ ରାଉତ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like