-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ବିବାହିତ ମହିଳା ମୃତ , ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ, ସ୍ବାମୀ ଓ ଶାଶୁ ଗିରଫ

03-Dec-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା କନ୍ଧେନଝୁଲା ଗାଁ ରେ ଜଣେ ବିବାହିତ ମହିଳା ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ବେଲପଡା ଗାଁ ର କାଳିଆ ବାରିକ ର ଝିଅ ଚନ୍ଦ୍ରକାନ୍ତି(୨୬) କୁ ଖପ୍ରାଖୋଲ ଥାନା କନ୍ଧେନଝୁଲା ଗାଁ ର ଗୋପ ରାଏ ର ପୁଅ ଅର୍ଜୁନ ରାଏ ଆଠ ବର୍ଷ ତଳେ ବିବାହ କରିଥିଲେ। କିନ୍ତୁ ବହୁ ଦିନରୁ ପାରିବାରିକ କଳହ ଲାଗିରହିଥିଲା। ପାରିବାରିକ କଳହ କୁ ନେଇ ଚନ୍ଦ୍ରକାନ୍ତି ନିଜ ବେକରେ ଓଢଣୀ ଲଗାଇ ଗତକାଲି ରାତିରେ ଆତ୍ମହତ୍ୟା କରିଥିବା ଶ୍ବଶୁର ଲୋକେ ବୟାନ ଦେଇଛନ୍ତି। ହେଲେ ମୃତକ ମହିଳା ଙ୍କ ଭାଈ ଏବଂ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବା ରୁ ବେଲପଡା ତହସିଲଦାର ପ୍ରଶାନ୍ତି ପ୍ରଧାନ ଓ ବଲାଙ୍ଗିର ରୁ ଫରେନ୍ସି ଟିମ୍ ଘଟଣାସ୍ଥଳକୁ ପହଞ୍ଚି ସବୁ ଯାଞ୍ଚ କରିବା ପରେ ମୃତ ଦେହ କୁ ଖପ୍ରାଖୋଲ ଡାକ୍ତରଖାନାକୁ ଶବ

ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।ଫରେନ୍ସି ରିପୋର୍ଟ ନ ଆସିବା ଯାଏ ଝିଅ ଘର ଲୋକଙ୍କ ଏତଲାକୁ ଭିତ୍ତିକରି ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ ସ୍ବାମୀ ଅର୍ଜୁନ ରାଏ କୁ ଥାନା ରେ ଅଟକ ରଖିଥିବା ବେଳେ ଶ୍ବଶୁର ଗୋପ ରାଏ ଫେରାର ହୋଇଯାଇଥିଲା।  ଆସାମୀକୁ ଗିରଫ କରିବା ଦାବିରେ ମୃତ ଦେହ ରଖି ପରିବାର ଲୋକେ ଧାରଣାରେ ବସିଥିଲେ। ଦୁଇ ଘଣ୍ଟା ଧାରଣା ଦେବା ପରେ ଥାନା ଅଧିକାରୀ ମୃତକ ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେବା ପରେ ଧାରଣାରୁ ଓହରି ଯାଇଥିଲେ।ପରେ ଥାନାରେ କେଶ ନମ୍ବର ୨୦୭/୨୧ ଧାରା  ୪୯୮, ୩୦୨, ୩୪ ଆଇପି ସି ମାମଲା ରୁଜୁ କରି ଝିଅର ସ୍ବାମୀ ଓ ଶାଶୂ କୁ ଗିରଫ କରିବା ସହ ଆସନ୍ତାକାଲି କୋର୍ଟ ଚାଲାଣ କରିବାକୁ ଓ ଆଇ ସି ରମାକାନ୍ତ ସାହୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like