-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବେଲପଡ଼ା ପୋଲିସ ର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ : ସତରେ ଦଲାଲ୍ ମାନଙ୍କୁ ଗିରଫ କରୁଛନ୍ତି ନା ରଫାଦଫା କରି ଦେଉଛନ୍ତି ?

03-Dec-2021



ପାଟଣାଗଡ଼ (ପୂର୍ଣ୍ଣ ଶଶି ଶେଖର ରାଓ) : ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଲଥାକେନ୍ଦ ଛକ ଠାରେ ଦୁଇ ଅଟୋ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ପାଟଣାଗଡ଼ ବ୍ଳକ ଘୁଚେପରା ଗାଁ ର ଦାଦନ ଶ୍ରମିକ ଭୋର୍ ସକାଳୁ ପାଟଣାଗଡ଼ ବ୍ଳକ ବଗଳାବନ୍ଦ ଗାଁ ର ଜଣେ ଦଲାଲ l ଜରିଆରେ କଣ୍ଟାବାଞ୍ଜି ସହରର ମୁଖ୍ୟ ଦଲାଲ୍ ଅଜୟ ପାଖକୁ ଯାଉଥିଲେ ।ସେପଟେ ବେଲପଡା ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଏମାନଙ୍କୁ ଦେଖିବାକୁ ପାଇଥିଲେ। OD 03 R 0457 ,OD03.1.8139 ନମ୍ବର ଦୁଇ ଅଟୋକୁ ଅଟକାଇ ପଚରାଉଚରା କରି ଥାନାକୁ ସମସ୍ତ ଙ୍କୁ ଆଣିଥିଲେ। ତଦନ୍ତ କରିବା ପାଇଁ ଶ୍ରମିକମାନଙ୍କୁ କିଛି ସମୟ ଅଟକ ରଖି ପୁଣି ଛାଡ଼ି ଦେଇଥିବା ଜଣାପଡିଛି। ଦଲାଲ୍ ନାଁ ରେ ଥାନା ରେ  ମାମଲା ରୁଜୁ କରିଛନ୍ତି କି ନାହିଁ ଯେ

ଗଣମାଧ୍ୟମ କୁ କିଛି ସୂଚନା ଦେଇନାହାନ୍ତି ବେଲପଡା ଥାନା ଅଧିକାରୀ ବୁଳୁ ମୁଣ୍ଡା। ଦାଦନ ଶ୍ରମିକ ଥାନା ରେ ଅଟକ ରଖିଥିବା ସମୟରେ ଆମ ପ୍ରତିନିଧି ଫଟୋ ଉଠାଇବା ବେଳେ ଆଇ ଆଇ ସି ବାବୁ ଜଣକ ମୋ ବିନା ଆଦେଶରେ କାହିଁକି ଫଟୋ ଉଠାଉଛନ୍ତି ବୋଲି ନାଲି ଆଖି ଦେଖାଉଥିଲେ ଏବଂ ପରେ ମୋ ସହ ଫଟୋ କରନ୍ତୁ ବୋଲି କହିଥିଲେ।ଏଠି ପ୍ରଶ୍ନ ଉଠୁଛି ଯେ ପ୍ରକୃତରେ ଯଦି ତାଙ୍କ ଉଦେଶ୍ୟ ଥିଲା ଦାଦନ

ଉଦ୍ଧାର କରିବା ପାଇଁ ତାହେଲେ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସୂଚନା ଦେବାକୁ କାହିଁକି କୁଣ୍ଠାବୋଧ କରୁଛନ୍ତି। ସମସ୍ତ ସୂଚନା ନେବାକୁ ଆମ ପ୍ରତିନିଧି ସକାଳ ୧୧ ଟାରୁ ସନ୍ଧ୍ୟା ୪:୩୦ ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ ସୁଦ୍ଧା କେହି ତାଙ୍କୁ ସୂଚନା ଦେଲେ ନାହିଁ। ସାମାନ୍ୟ କେଶ କରି ଅଟୋ ଚାଳକ ଏବଂ ଦାଦନ ଶ୍ରମିକଙ୍କୁ ଛାଡି ଦେଇଥିବା ଓ ଦୁଇ ଅଟୋ କୁ ଜବତ ରଖିଥିବା ଦେଖିବାକୁ ମିଳିଛି। ବାକି ରହିଲା ଯେ ସତରେ ଦଲାଲ୍ ମାନଙ୍କୁ ଗିରଫ କରୁଛନ୍ତି ନା ସାମାନ୍ୟ କେଶ କରି ଛାଡିଦେଉଛନ୍ତି ? 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like