-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME    ଅନ୍ୟାନ୍ୟ

ଦାଦା ବଟି ପାଇଁ ଔଷଧ ଦୋକାନୀଙ୍କୁ ଧମକ, ମୁଣ୍ଡରେ ବନ୍ଧୁକ ଲଗାଇ ୮୨ହଜାର ନେଇଗଲେ

08-Nov-2020



ତିର୍ତ୍ତୋଲ:(ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ) ଉପ ନିର୍ବାଚନରେ ଏକ ରାଜନୈତିକ ଦଳକୁ ସମର୍ଥନ ନକରିବା ଘଟଣାକୁ ନେଇ ସେହି ଦଳର ୮ଜଣ କର୍ମୀ କନକପୁର ବଜାରରେ ଧମକଚମକ ଦେବା ସହ ଭଙ୍ଗାରୁଜା ଓ ଟଙ୍କା ଲୁଟ କରିବା ଘଟଣା ସେମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ଥ ହୋଇଛି। ଥାନାରେ ମାମଲା ରୁଜୁ ପରେ ଅଭିଯୁକ୍ତ ମାନେ ଫେରାର ହୋଇଯାଇଛନ୍ତି। ଏହି ଘଟଣା ସଂପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି ତିର୍ତ୍ତୋଲ ଥାନା ଅଧିନ ଝଙ୍କଡ ଶାରଳା ମନ୍ଦିର ସମ୍ମୁଖ ବଜାରରେ ଥିବା ଦାସ ଫାର୍ମାସିଟ୍ୟୁକାଲ ଔଷଧ ଦୋକାନରେ ଘଟିଛି। ଦୋକାନର ମାଲିକ ବିପିନ ବିହାରୀ ଦାସଙ୍କ ଅଭିଯୋଗରୁ ଜଣାଯାଏ କନକପୁର ପଞ୍ଚାୟତ ଅଞ୍ଚଳର ଉକ୍ତ ଅଭିଯୁକ୍ତ ମାନେ ତାଙ୍କ ଦୋକାନକୁ ଆସି ଦାଦାବଟି ମାଗିଥିଲେ। ଏହାପରେ ସେମାନଙ୍କ ସହ ଯୁକ୍ତିତର୍କ ହୋଇଥିଲା। ଅଭିଯୁକ୍ତ ମାନେ ତାଙ୍କ ଦୋକାନ ସୋକେଶ ଭଙ୍ଗାରୁଜା କରିବା ସହ ଡ୍ରରୁ ନଗଦ ୮୨ ହଜାର ସହ ତାଙ୍କ ସୁନାଚେନ ଲୁଟିନେଇ ପଳାଇଥିଲେ। ଏମାନଙ୍କ ମଧ୍ୟରୁ ଜଣେ ତାଙ୍କ ମୁଣ୍ଢରେ ବନ୍ଧୁକ ଲଗାଇ ସୁନାଚେନ ନେଇଯିବା ସହ ଅନ୍ୟମାନେ ଦୋକାନରେ ଭଙ୍ଗାରୁଜା କରିଥିଲେ। ତିର୍ତ୍ତୋଲ ଥାନାର ଜଣେ ଏସ.ଆଇଙ୍କ ସହ ଅନ୍ୟ ପୋଲିସଙ୍କ ଉପସ୍ଥିତିରେ ଏହି ଘଟଣା ଘଟିଥିଲେ ବି ପୋଲିସ ନିରବ ଦ୍ରଷ୍ଟା ସାଜିଥିଲା। ଖବରପାଇ ଥାନା ଆଇଆଇସି କୃଷ୍ଣ ପ୍ରସାଦ ମିଶ୍ ଘଟଣା ସ୍ଥଳକୁ ଯାଇ ଘଟଣାର ତଦନ୍ତ କରିଥିଲେ। ଘଟଣା ସମ୍ପର୍କରେ ତଦନ୍ତକାରୀ ଅଧିକାରୀ ଦୁଖିଶ୍ୟାମ ସେଠୀଙ୍କୁ ପଚାରିବାରୁ ଏହି ଘଟଣାରେ ଏକ କେଶ ରୁଜୁ ହୋଇଛି। ତଦନ୍ତ ସହ ଅଭିଯୁକ୍ତ ମାନଙ୍କୁ ଗିରଫ ପାଇଁ ଉଦ୍ୟମ ହେଉଥିବା ସେ ସୂଚନା ଦେଇଛନ୍ତି। ଥାନାରେ ୩୯୫/୨୦ରେ ଏକ କେଶ ରୁଜୁ ହୋଇଛି। ଅଭିଯୁକ୍ତ ମାନେ ଏକ ନିର୍ଦ୍ଧିଷ୍ଟ ରାଜନୈତିକ ଦଳର ଓ ସଂପୃକ୍ତ ପଞ୍ଚାୟତର ଅଧିବାସୀ ବୋଲି ଜଣାପଡିଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like