-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ମନୋରଞ୍ଜନ

ଅଜୟ ଦେବlଗନଙ୍କ ନିର୍ଦ୍ଦେଶନା ରେ କାମ କରିବେ ଅମିତାଭ ବଚନ

08-Nov-2020



ମୁମ୍ବାଇ, କରୋନା କାଳରେ ଦୀର୍ଘ ଦିନ ଧରି ସିନେମା ହଲରେ କୌଣସି ନୂଆ ଫିଲ୍ମ ରିଲିଜ୍ ହୋଇନାହିଁ । କିନ୍ତୁ ଏବେ ବଲିଉଡ ଦ୍ୱାରା ଏକ ବଡ ଘୋଷଣା କରାଯାଉଛି  । ଯାହାକୁ ଶୁଣି ପ୍ରଶଂସକମାନେ ବହୁତ ଉତ୍ସାହିତ ହୋଇପଡିଛନ୍ତି । ଅନେକ ବଡ ସେଲିବ୍ରେଟ୍ ବର୍ତ୍ତମାନ ମେଗା ବଜେଟ୍ ଚଳଚ୍ଚିତ୍ରରେ କାମ କରିବାକୁ ପସନ୍ଦ କରୁଛନ୍ତି । ଆସନ୍ତା ବର୍ଷ ସମସ୍ତେ ସେମାନଙ୍କ ଫିଲ୍ମକୁ ଅପେକ୍ଷା କରିଛନ୍ତି । ଏବେ ଖବର ଆସୁଛି ଯେ ସୁପରଷ୍ଟାର ଅମିତାଭ ବଚ୍ଚନ ଅଜୟ ଦେବଗନଙ୍କ ସହ କାମ କରିବାକୁ ଯାଉଛନ୍ତି!! ଅମିତାଭ ବଚ୍ଚନଙ୍କ ସହ କାମ କରିବେ ଅଜୟ ଦେବଗନ୍.
ଅଜୟ ଦେବଗନ୍ ପ୍ରଥମ ଥର ପାଇଁ ନିର୍ଦ୍ଦେଶକ ଭାବେ ବଲିଉଡ଼ରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି । ଆଉ ତାଙ୍କର ଏହି ପ୍ରଥମ ନିର୍ଦ୍ଦେଶନା ସେ ଅମିତାଭଙ୍କୁ ଦେବାକୁ ଯାଉଛନ୍ତି । ଫିଲ୍ମ ସମାଲୋଚକ ତାରନ ଆର୍ଦଶ ସୋସିଆଲ ମିଡିଆରେ କହିଛନ୍ତି ଯେ, ଅଜୟ ଦେବଗନ ତାଙ୍କ ଆଗାମୀ ଫିଲ୍ମ ମେଡେ ପାଇଁ ସୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି । ଅଜୟ ଦେବଗନ୍ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଉଛନ୍ତି, ଏହା ବ୍ୟତୀତ ତାଙ୍କୁ ଏହି ଫିଲ୍ମରେ ପାଇଲଟ୍ ଭୂମିକାରେ ମଧ୍ୟ ଦେଖଇବାକୁ ମିଳିବ । ଟ୍ୱିଟରେ ଲେଖିଛନ୍ତି ଯେ, ଅଜୟ ଦେବଗନ ଅମିତାଭଙ୍କୁ ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି। ଏବଂ ଫିଲ୍ମର ନାଁ ହେଉଛି ମେଡେ । ତେବେ ଅଜୟ ଦେବଗନଙ୍କୁ ପାଇଲଟ ଭୂମିକାରେ ଦେଖିବାକୁ ମିଳିବ । ଯଦିଓ ଅଜୟ ଓ ଅମିତାଭଙ୍କ ବ୍ୟତୀତ ଫିଲ୍ମରେ କିଏ ଅଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ତେବେ ଡିସେମ୍ବରରୁ ଫିଲ୍ମର ସୁଟିଂ ଆରମ୍ଭ ହେବ!!*ଅମିତାଭ ବଚ୍ଚନଙ୍କ ସହ କାମ କରିବେ ଅଜୟ ଦେବଗନ୍
ଅଜୟ ଦେବଗନ୍ ପ୍ରଥମ ଥର ପାଇଁ ନିର୍ଦ୍ଦେଶକ ଭାବେ ବଲିଉଡ଼ରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି । ଆଉ ତାଙ୍କର ଏହି ପ୍ରଥମ ନିର୍ଦ୍ଦେଶନା ସେ ଅମିତାଭଙ୍କୁ ଦେବାକୁ ଯାଉଛନ୍ତି । ଫିଲ୍ମ ସମାଲୋଚକ ତାରନ ଆର୍ଦଶ ସୋସିଆଲ ମିଡିଆରେ କହିଛନ୍ତି ଯେ, ଅଜୟ ଦେବଗନ ତାଙ୍କ ଆଗାମୀ ଫିଲ୍ମ ମେଡେ ପାଇଁ ସୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି । ଅଜୟ ଦେବଗନ୍ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଉଛନ୍ତି, ଏହା ବ୍ୟତୀତ ତାଙ୍କୁ ଏହି ଫିଲ୍ମରେ ପାଇଲଟ୍ ଭୂମିକାରେ ମଧ୍ୟ ଦେଖଇବାକୁ ମିଳିବ । ଟ୍ୱିଟରେ ଲେଖିଛନ୍ତି ଯେ, ଅଜୟ ଦେବଗନ ଅମିତାଭଙ୍କୁ ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି। ଏବଂ ଫିଲ୍ମର ନାଁ ହେଉଛି ମେଡେ । ତେବେ ଅଜୟ ଦେବଗନଙ୍କୁ ପାଇଲଟ ଭୂମିକାରେ ଦେଖିବାକୁ ମିଳିବ । ଯଦିଓ ଅଜୟ ଓ ଅମିତାଭଙ୍କ ବ୍ୟତୀତ ଫିଲ୍ମରେ କିଏ ଅଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ତେବେ ଡିସେମ୍ବରରୁ ଫିଲ୍ମର ସୁଟିଂ ଆରମ୍ଭ ହେବ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm