-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକ ବୃନ୍ଦାବନ କୁମ୍ଭାରଙ୍କୁ ସମ୍ବର୍ଦ୍ଧନା

04-Dec-2021



ଟିଟିଲାଗଡ଼ ଟିଟିଲାଗଡ଼ ଶିକ୍ଷା ଜିଲ୍ଲା ଅନ୍ତର୍ଗତ ଖୋଲାନ କ୍ଳଷ୍ଟରର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଇଁଲାଭଟାର ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ଶ୍ରୀ ବୃନ୍ଦାବନ କୁମ୍ଭାର ଅବସର ଗ୍ରହଣ ଅବସରରେ ସମ୍ବର୍ଦ୍ଧନା ସଭାଅନୁଷ୍ଠିତ ହୋଇଥିଲା।ସିଆରସିସି ଶ୍ରୀ ଚୈତନ୍ୟ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଏବିଇଓ ଶ୍ରୀ କୋଦଣ୍ଡ ଭୋଇ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଶିକ୍ଷକ ଦିଗାମ୍ବର ବେହେରା,ଶିକ୍ଷୟିତ୍ରୀ ସବିତା ପଣ୍ଡା ଯୋଗ ଦେଇଥିଲେ।ଶ୍ରୀ କୁମ୍ଭାର ଜଣେ ଆଦର୍ଶ ଶିକ୍ଷକ ଭାବରେ ରାଜ୍ୟପାଳ ପୁରସ୍କାର

ପାଇଥିବା ବେଳେ ସାହିତ୍ୟ କଳା କ୍ଷେତ୍ରରେ ଅନେକ ଅନଷ୍ଠାନରୁ ପୁରସ୍କୃତ ହୋଇଛନ୍ତି।ଶ୍ରୀ କୁମ୍ଭାର ଜଣେ ସାହିତ୍ୟିକ ଭାବରେ ତାଙ୍କର ଲେଖା ଗୁଡିକ ବିଭିନ୍ନ ପତ୍ରିକାରେ ପ୍ରକାଶିତ ହୋଇଛି ଏବଂ ଅଦ୍ୟାବଧି ୨୩ଖଣ୍ଡ ପୁସ୍ତକ ରଚନା କରିଛନ୍ତି।ସେ ଜଣେ ପରପୋକାରୀ,ଧର୍ମପରାୟଣ ବ୍ୟକ୍ତି ଭାବରେ ନିଜକୁ ମହିମା ଧର୍ମରେ ସମର୍ପିତ କରିଛନ୍ତି।ପିଲାମାନଙ୍କ ପଠନ ଦକ୍ଷତା ବୃଦ୍ଧି ନିମନ୍ତେ ଭ୍ରାମ୍ୟମାଣ ପାଠାଗାର ମାଧ୍ୟମରେ ଗାଁ ଗାଁ ବୁଲି ପିଲାମାନଙ୍କୁ ପତ୍ର ପତ୍ରିକା ଯୋଗାଇ ଆସୁଛନ୍ତି।ତାଙ୍କ ଭଳି ଜଣେ କର୍ତ୍ତବ୍ୟନିଷ୍ଠ,ଆଦର୍ଶ ଶିକ୍ଷକ ଅବସର ଗ୍ରହଣ କରିଥିବାରୁ ତାଙ୍କ ଶୂନ୍ୟସ୍ଥାନ କେହି ମଧ୍ୟ ପୁରଣ କରି ପାରିବେ ନାହିଁ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ।ପରିଶେଷରେ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଶ୍ରୀ କୁମ୍ଭାରଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ତାଙ୍କର ଦୀର୍ଘାୟୁ କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like