-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଦୁର୍ଘଟଣାରେ ଆହତ ସାମ୍ବାଦିକଙ୍କୁ ଭେଟିଲେ ଓ ଜେ ୟୁ ସାଧାରଣ ସମ୍ପାଦକ

04-Dec-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁରର ବରିଷ୍ଠ ସାମ୍ବାଦିକ ତଥା ଓଡିଶା ସାମ୍ବାଦିକ ସଂଘ ( ଓ ଜେ ୟୁ ) ସୁବର୍ଣ୍ଣପୁର ଜିଲ୍ଲା ଶାଖାର  ଉପଦେଷ୍ଟା ଦିଲ୍ଲୀପ ପାତ୍ର ଗତ 30 ତାରିଖରେ ଏକ ସଡ଼କ ଦୁର୍ଘଟଣାରେ ଆହତ ହୋଇ ଥିଲେ l ଦୁର୍ଘଟଣା ରେ ନିଜ ଗୋଡ଼ ଓ ମୁହଁରେ ଗଭୀର ଆଘାତ ଲାଗିଥିବାରୁ  ବର୍ତମାନ ଶ୍ରୀ ପାତ୍ର ନିଜ ବାସଭବନରେ ରହି ଚିକିତ୍ସାଧୀନ ଅଛନ୍ତି l ଏ ଖବର ପ୍ରସାରିତ ହେବା ପରେ ମନ୍ତ୍ରୀ

ପଦ୍ମନାଭ ବେହେରାଙ୍କ ସମେତ  ପ୍ରମୁଖ  ସାମ୍ବାଦିକ ସଂଗଠନ, ପ୍ରଶାସନ ପକ୍ଷରୁ ଡି ଆଇ ପି ଆର ଓ ସେତେବେଳେ ଶ୍ରୀ ପାତ୍ର ଙ୍କ ସ୍ୱାସ୍ଥ୍ୟ ବସ୍ଥା ପଚାରି ବୁଝିଥିଲେ l ଆଜି ଓଡିଶା ସାମ୍ବାଦିକ ସଂଘ ( ଓ ଜେ ୟୁ ) ର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଶଶୀ ଭୂଷଣ ପ୍ରହରାଜ,  ସଂଘ ର ପରାମର୍ଶ ଦାତା ତଥା ଶିକ୍ଷାବିତ ପ୍ରଦୀପ ପୁରୋହିତ, ସୁବର୍ଣ୍ଣପୁର ଜିଲ୍ଲା ଶାଖା ର ସଭାପତି ମନୋରଞ୍ଜନ ତ୍ରିପାଠୀ, ଜିଲ୍ଲା ସମ୍ପାଦକ ମହାଦେବ ମଲ୍ଲିକ ପ୍ରମୁଖ ଆହତ ସାମ୍ବାଦିକ ଶ୍ରୀ ପାତ୍ର ଙ୍କୁ ତାଙ୍କ ଢେରପଡା ବାସଭବନ ରେ ସାକ୍ଷାତ କରି ସ୍ୱାସ୍ଥ୍ୟ ବସ୍ଥା ପଚାରି ବୁଝି ଥିଲେ l ଏବଂ ଜ଼ିଲ୍ଲା ର ସାଙ୍ଗଠନିକ ଓ ରାଜ୍ୟ ବାର୍ଷିକଉତ୍ସବ ର  କାର୍ଯ୍ୟ ସୂଚୀ ଉପରେ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like