-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଆଗଲପୁର: ବ୍ଲକ ଜିଓଟେଗ ସଂଘ ତରଫରୁ ବିଭିନ୍ନ ସମସ୍ୟାକୁ ନେଇ ଆଗଲପୁର ବିଡ଼ିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

04-Dec-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର (ଡୁଡୁକା) ବ୍ଲକ ଜିଓଟେଗ ସଂଘ ତରଫରୁ ବିଭିନ୍ନ ସମସ୍ୟାକୁ ନେଇ ଆଗଲପୁର ବିଡ଼ିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି l ଜିଓଟେଗଙ୍କ କହିବା ଅନୁଯାୟୀ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଚିଠି ନମ୍ବର 11927/dt. 5.7.2017 ଅନୁଯାୟୀ  ନିୟୋଜିତ ଅଛନ୍ତି l ବିଗତ 5 ବର୍ଷଧରି ଗ୍ରାମୀଣ ବାସଗୃହ ଯୋଜନା ଅନ୍ତର୍ଗତ PMAY(G), BPGY, IAY, NSPGY ଯୋଜନାରେ କାର୍ଯ୍ୟ କରୁଛନ୍ତି l ହିତାଧିକାରୀଙ୍କ ଠାରୁ କାଗଜପତ୍ର ସଂଗ୍ରହ କରିବା ସହ ସେମାନଙ୍କ ଅନଲାଇନ ରେଜିଷ୍ଟ୍ରସନ କରିବା, ଆବାସ ଆପରେ ଜିଓଟେଗିଙ୍ଗ କରିବା, ବାସଗୃହ ସମ୍ପୂର୍ଣ କରିବାରେ ହିତାଧିକାରୀଙ୍କୁ ସହଯୋଗ କରିବା l ଆମଘର ଆପରେ ସମ୍ପୂର୍ଣ,ଅସମ୍ପୂର୍ଣ ଘର ଗୁଡିକ ଜିଓଟେଗିଙ୍ଗ କରିବା, ପଂଚାୟତର ସମସ୍ତ ପ୍ରକାର ଅନଲାଇନ ଡାଟାଏଣ୍ଟ୍ରି କାମକରି ପିଇଓଙ୍କୁ ସମ୍ପୂର୍ଣ ସହାୟତା କରିବା l ଏହାଛଡା କୋଭିଡ-19 ମହାମାରୀ ସମୟରେ ଟିଏମସି ମାନଙ୍କରେ ନିୟୋଜିତ ରହି ସମସ୍ତ ପ୍ରକାର କାର୍ଯ୍ୟ କରିବା ସହ ଘର ଘର ବୁଲି ସରକାରଙ୍କ ସାମାଜିକ  ସୁରକ୍ଷା ଯୋଜନାରେ ଭତ୍ତା, ରାସନ ବଣ୍ଟନ କରିବାରେ ସମ୍ପୂର୍ଣ ସହଯୋଗ l ବର୍ତମାନ ସରକାରଙ୍କ ବିଭିନ୍ନ  ଜନ କଲ୍ୟାଣକାରି ସଫଳ ରୂପାୟନ ପାଇଁ କାର୍ଯ୍ୟରେ ଜଡିତ ହେବା ଇତ୍ୟାଦି ଅନେକ ଗୁଡିଏ କାର୍ଯ୍ୟ l କିନ୍ତୁ ଦୁଃଖର ବିଷୟ ଏହା ଯେ ଏତେସବୁ କାର୍ଯ୍ୟକରି ମଧ୍ୟ ସରକାର ଜିଓଟେଗଙ୍କ ପ୍ରତି ଉଦାସୀନ ମନୋଭାବ, ଆବାସ ଆପରେ ମାତ୍ର 50 ଟଙ୍କା ଜିଓଟେଙ୍କୁ ଦିଆଯାଉଛି l ଏଣୁ ଜିଓଟେଗ ସଂଘର ସରକାରଙ୍କ ଠାରେ ମୁଖ୍ୟଦାବୀ ଏହା ଯେ ମାସିକ ମାନଦେୟ ସହିତ କାର୍ଯ୍ୟ ଚିଠା ପ୍ରଦାନ କରାଯାଉ l ପଂଚାୟତି ସ୍ତରରେ ଜିଓଟେଗଙ୍କୁ ଡାଟାଏଣ୍ଟ୍ରି ପଦବୀ ସହ ଏକାଉଣ୍ଟାଣ୍ଟ ପଦବୀରେ ନିଯୁକ୍ତି କରାଯାଉ l ମାସିକ ମୋବିଲିଟି ସପୋର୍ଟ ଦିଆଯାଉ l ଟେଗ ଅଫିସର ବୋନସ ପ୍ରଦାନ କରାଯାଉ l ଦାବିପତ୍ର ପ୍ରଦାନ ସମୟରେ ଜିଓଟେଗ ସଭାପତି ଆଶିଷ ବିଶି,  ସମ୍ପାଦକ ଭରତ କୁମାର ସାହୁ, ସହ ସମ୍ପାଦକ ସଦାନନ୍ଦ ମହୀସାଲ, କୋଷାଧ୍ୟକ୍ଷ ଅଶ୍ୱିନୀ ବିଶ୍ୱାଳ, ଦୁଷ୍ମନ୍ତ ପଧାନ, ସତ୍ୟବ୍ରତ ବନଛୋର, ଦେବାଶିଷ ପୁରୋହିତ ପ୍ରମୁଖ ଉପସ୍ଥିତ ରହି ଦାବୀ ପ୍ରଦାନ ବେଳେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like