-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର:-ନୂଆପଡ଼ା ଜିଲ୍ଲାରୁ ଆସୁଥିବା ଧାନକୁ ଜବତ କଲା ବରଗଡ଼ ଯୋଗାଣ ବିଭାଗ

04-Dec-2021



ବରଗଡ଼ ଜିଲ୍ଲାର ସୀମାନ୍ତ ଜିଲ୍ଲା ନୂଆପଡ଼ା ଜିଲ୍ଲାରୁ ଆସୁଥିବା ଦୁଇଟି ଧାନ ବୋଝାଇ ଗାଡ଼ିକୁ ବରଗଡ଼ ଜିଲ୍ଲା ଯୋଗାଣ ବିଭାଗ ଜବତ୍ କରିଛି।ସୂଚନା ଯୋଗ୍ୟ ଯେ - ବରଗଡ଼ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ମଣ୍ଡୋସିଲ,ଛିଣ୍ଡେକେଲା ଓ ବରତୁଣ୍ଡା  ଧାନ ମଣ୍ଡି ରହିଛି।ଏହି ମଣ୍ଡିକୁ ଅଂଚଳର ଚାଷୀ ମାନେ ଧାନ ବିକ୍ରୀ କରିଥାଆନ୍ତି।କିନ୍ତୁ କେତେକ ଲାଭଖୋର ବ୍ୟବସାୟୀମାନେ ବାହାର ଅଞ୍ଚଳରୁ ଧାନ ଆଣି ଏହି ବରଗଡ଼ ଜିଲ୍ଲାର ମଣ୍ଡି ମାନଙ୍କରେ ଧାନ ବିକ୍ରୀ କରି କଳା ବ୍ୟବସାୟ କରୁଥିବା ଅଭିଯୋଗ ହୋଇଆସୁଥିଲା। ଯାହାକି ବରଗଡ଼ ଜିଲ୍ଲା ଯୋଗାଣ ବିଭାଗରେ ତତ୍ପରତା ପ୍ରକାଶ ପାଇଥିଲା।ଆଜି ବରଗଡ଼ ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ରଜନୀକାନ୍ତ ଦାସଙ୍କ ନିର୍ଦ୍ଦେଶକ୍ରମେ ପଦ୍ମପୁର ସହକାରୀ ଯୋଗାଣ ଅଧିକାରୀ ସନ୍ତୋଷ କୁମାର ପ୍ରଧାନ ଙ୍କ ତତ୍ତ୍ଵାବଧାନରେ ପାଇକମାଳ ବ୍ଲକ ଯୋଗାଣ ଅଧିକାରୀ ପ୍ରମୋଦ କୁମାର ପଣ୍ଡା ଓ ଝାରବନ୍ଧ ବ୍ଲକ

ଯୋଗାଣ ଅଧିକାରୀ ରଶ୍ମୀରଞ୍ଜନ ଘଡେ଼ଇ ରାତ୍ର ପେଟ୍ରୋଲିଙ୍ଗ କରିବା ସମୟରେ ପ୍ରାତଃ ପ୍ରାୟ୬:୩୦ସମୟରେ ଦୁଇଗୋଟି ଧାନ ବୋଝେଇ ଗାଡ଼ିକୁ ଅଟକାଇ ଥିଲେ।ସେହି ଗାଡ଼ିରେ ଥିବା ସବୁଧାନ ନୂଆପଡ଼ା ଜିଲ୍ଲାରୁ ଆସୁଥିବା ଓ ଧାନ ସମ୍ବଦୀୟ କୌଣସି କାଗଜ ପତ୍ର ନ ଥିବାରୁ ଗାଡ଼ି ଦୁଇଟିକୁ ଜବତ କରାଯାଇଥିଲା।ଏହି ଧାନ ବୋଝେଇ ଗାଡ଼ି ନମ୍ୱର୍ C.G.04 J A 2010(709) ଗାଡ଼ିରେ 160 ବ୍ୟାଗ୍ ଅର୍ଥାତ୍ Q55.90kg ନୂଆପଡ଼ା ଜିଲ୍ଲାର କୁରୁମପୁରୀ ଗ୍ରାମର ରାଜେଶ୍ ୟାଦବ ଙ୍କ ଠାରୁ ମଣ୍ଡୋସିଲ ଗ୍ରାମର ତାପସ ସାହୁ ଘରକୁ ଆସୁଥିବା ବେଳେ ଗାଡ଼ି ନମ୍ୱର୍  OD 17 Q 8867(pick up)ରେ 60 ବ୍ୟାଗ୍ ଅର୍ଥାତ୍ Q23.49Kg ନୂଆପଡ଼ା ଜିଲ୍ଲାର ମହୁଲଭଟା ଗ୍ରାମର ରମେଶ ସେଠ୍ ଙ୍କ ଘରୁ ଜାମସେଠ ଗ୍ରାମର ନାରାୟଣ ପ୍ରଧାନ ଘରକୁ ଆସୁଥିବା ସୂଚନା ମିଳିଛି।ବାହାର ଜିଲ୍ଲାରୁ ବରଗଡ଼ ଜିଲ୍ଲାର ମଣ୍ଡି ମାନଙ୍କୁ ଧାନ ଆସି ପ୍ରବେଶ କରୁଥିବା ଓ ତତ୍ ଜନିତ ଉପୁଜୁଥିବା ସମସ୍ୟାକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନର ଏଭଳି ପ୍ରାୟାସକୁ ଜନସାଧାରଣରେ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like