-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ପ୍ରକଳ୍ପ ରକ୍ଷକ ଦୁର୍ଘଟଣା ଜନିତ ମୃତ୍ୟୂ ହ୍ରାସ କରିବ

04-Dec-2021



 ସୋନପୁର(ପ୍ରେରଣା ଖବର) ରାଜ୍ୟ ସରକାରଙ୍କ ପରିବହନ ବିଭାଗ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ରକ୍ଷକ ପ୍ରକଳ୍ପ ଦ୍ୱାରା ୩୦ ସପ୍ତାହରେ ୩୦ ଜିଲ୍ଲାରେ ୩୦୦ ମାଷ୍ଟର ଟ୍ରେନର ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ ବ୍ୟକ୍ତି ବିଶେଷଙ୍କୁ ତାଲିମ ପ୍ରଦାନ କରାଯାଇ ଆଗାମୀ ଦିନରେ ରାସ୍ତାରେ ହେଉଥିବା ଦୁର୍ଘଟଣା ଜନିତ ମୁତ୍ୟୁ ହାର ହ୍ରାସ କରାଯିବାକୁ ଯୋଜନା କରାଯାଇଛି । ଏହି କ୍ରମରେ ସମ୍ବଲପୁର ଜିଲ୍ଲା ପରିଷଦ କନଫରେନସ୍ ହଲ୍ ରେ ସମ୍ବଲପୁର, ସୁବର୍ଣ୍ଣପୁର ଓ ବରଗଡ ଜିଲ୍ଲାର ୪୦ ଜଣ ଜୁନିଅର ରେଡକ୍ରସ ଓ ଯୁବ ରେଡକ୍ରସ ପରାମର୍ଶଦାତା ତଥା ଏନଜିଓର ସ୍ୱେଚ୍ଛାସେବୀ ମାନଙ୍କୁ ୫ ଦିନ ବ୍ୟାପୀ ତାଲିମ ପ୍ରଦାନ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ସାଧନକର୍ମି ଚନ୍ଦ୍ରମଣି

ବାଘ, ପରାମର୍ଶଦାତା ଆଶିଷ ନାଏକ, ସସ୍ମିତା ସାହୁ, ତପସ୍ୱିନୀ ଦାଶ, ଗୋପେଶ ପଣ୍ଡା, ଚନ୍ଦ୍ର ଶେଖର ମହାପାତ୍ର , ଯୁବରେଡକ୍ରସ ପରାମର୍ଶଦାତା ରୁପବନ୍ତ ପଧାନ, ଆଶୁତୋଷ ହୋତା ପ୍ରମୁଖ ଜୀବନ ସୁରକ୍ଷା କାରୀ କୌଶଳ ଗ୍ରହଣ କରିଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ଆରଟିଓଙ୍କ ତତ୍ୱାବଧାନରେ ସୁବର୍ଣ୍ଣପୁର ଆରଟିଏ ଅଫିସ କନଫେରେନସ୍ ହଲ୍ ଏବଂ ସଂସ୍କୃତି ଭବନର ସଭା ଗୃହରେ ଜାତୀୟ ସ୍ତରୀୟ ମାଷ୍ଟର ଟ୍ରେନର ରଜନୀକାନ୍ତ ମିଶ୍ର ଏବଂ ପ୍ରଦିପ୍ତ ଭଟ୍ଟାଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଉକ୍ତ ୯ ଜଣ ପ୍ରଶିକ୍ଷକ ଅଭ୍ୟାସ ମୂଳକ ଭାବରେ ଜିଲ୍ଲାର ବିଭିନ୍ନ ବ୍ଲାକ ସ୍ପଟ ଅଂଚଳରୁ ଆସିଥିବା ୪୦ ଜଣ ସ୍ୱେଚ୍ଛାସେବୀ ମାନଙ୍କୁ  ରକ୍ଷକ ପ୍ରକଳ୍ପର ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ଗୁଡସମରିତାନ, ସୋଲାସିଅମ୍ ଫଣ୍ଡ. ୨୧୨ ଆମାରଜେନ୍‌ସି ବ୍ୟବହାର କରି ଡାକ୍ତରଙ୍କ ଦ୍ୱାରା ଆହତ ମାନଙ୍କୁ କିଭଳି ବଂଚାଯାଇ ପାରିବ ସେ ବିଷୟରେ ତାଲିମ ପ୍ରଦାନ କରିଛନ୍ତି । ଜିଲ୍ଲା ପ୍ରଶାସନଙ୍କ ଦ୍ୱାରା ପର୍ଯ୍ୟାୟକ୍ରମେ ଜିଲ୍ଲାର ୧୩ ଗୋଟି ବ୍ଲାକ ସ୍ପଟରେ ବସବାସ କରୁଥିବା ହୋଟେଲ ମାଲିକ, ହୋଟେଲ ବୟ, ଫଳ ଦୋକାନୀ, ପରିବା ବିକାଳୀ, ମେକାନିକ, ଭେରାଇଟିଷ୍ଟୋରର ଷ୍ଟାଫ, ମନ୍ଦିର ପୂଜକ ତଥା ଚା ଦୋକାନୀ ମାନଙ୍କୁ ଆବଶ୍ୟକୀୟ ତାଲିମ ପ୍ରଦାନ କରାଯାଇ  ଆଗାମୀ ବର୍ଷରେ ଦୁର୍ଘଟଣା ଜନିତ ମୃତ୍ୟୁ ହାର ହ୍ରାସ କରିବାକୁ ଲକ୍ଷ୍ୟ ରଖାଯାଇଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like