-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଯୁଧିଷ୍ଟିର ମିଶ୍ର ମେମୋରିଆଲ କ୍ରକେଟ କପ ଉଦଯାପିତ, ଶିକ୍ଷା ବିଭାଗ ହେଲା ଚମ୍ପିଆନ

04-Dec-2021



ବଲାଙ୍ଗିର,(ପ୍ରେରଣା ଖବର) ସ୍ଥାନୀୟ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଠାରେ ଅନୁଷ୍ଠିତ ଯୁଧିଷ୍ଟିର ମିଶ୍ର ମେମୋରିଆଲ କ୍ରିକେଟ କପ ଆଜି ଉଦଯାପିତ ହୋଇଯାଇଛି । ଗତ ବୁଧବାର ଦିନରୁ ଚାଲିଥିବା ଏହି ପ୍ରତିଯୋଗିତାର ଫାଇନାଲ ମ୍ୟାଚରେ ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଶିକ୍ଷା ବିଭାଗ ଇତିହାସ ବିଭାଗକୁ ହରାଇ ଚମ୍ପିଆନ ଆଖ୍ୟା ଅର୍ଜନ କରିଛି । ଆଜି ଉଦଯାପନି ଉତ୍ସବରେ  ପୁର୍ବତନ ଛାତ୍ର ତଥା ଉଦ୍ୟୋଗପତି ସମରେନ୍ଦ୍ର ମିଶ୍ର ମୂଖ୍ୟ ଅତିଥି ରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ପୂର୍ବକ ଫାଇନାଲ ମ୍ୟାଚର ଶୁଭାରମ୍ଭ କରିଥିଲେ । ପରେ ପରେ ଫାଇନାଲ ମ୍ୟାଚ ଆରମ୍ଭ ହୋଇଥିଲା ।  ଇତିହାସ ବିଭାଗ ନିର୍ଦ୍ଧାରିତ ୮ ଓଭରରେ ସମସ୍ତ ୱିକେଟ ହରାଇ ୬୪ ରନ ସଂଗ୍ରହ କରିଥିଲେ । ଶିକ୍ଷା ବିଭାଗ ୭.୩ ଓଭରରେ ୫ ୱିକେଟ ବିନିମୟରେ ଅବଶ୍ୟକିୟ ରନ ସଂଗ୍ରହ କରିବା ସହ ୫ ୱିକେଟରେ ବିଜୟ ଲାଭ କରିଥିଲେ । ମ୍ୟାଚ ଶେଷ ହେବା ପରେ ବିଶ୍ୱ ବିଦ୍ୟାଳୟଛାତ୍ରୀଙ୍କ ମନୋରଞ୍ଜନ ପାଇଁ ମ୍ୟୁଜିକ ଚେଆର ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏହି କୌତୁହଳପୁର୍ଣ୍ଣ ପ୍ରତିଯୋଗିତାରେ ମିନାକ୍ଷୀ ମେହେର ବିଜୟୀ ହୋଇଥିଲେ । ଶେଷରେ ମୁଖ୍ୟ ଅତିଥି ଶ୍ରୀ ମିଶ୍ର  କ୍ରିକେଟ ଚମ୍ପିଆନ ଓ ରନର୍ସ ଅପ ଦଳକୁ ଟ୍ରଫି ପ୍ରଦାନ କରିବା ସହ ମ୍ୟୁଜିକାଲ ଚେଆର ପ୍ରତିଯୋଗିତାର ବିଜେତାଙ୍କୁ ଟ୍ରଫି ପ୍ରଦାନ କରିଥିଲେ । ମ୍ୟାଚ ପରବର୍ତ୍ତି ସଭାରେ ଶ୍ରୀ ମିଶ୍ର ଆୟୋଜକ କମିଟିକୁ ଏହି ପ୍ରତିଯୋଗିତାର ଆୟୋଜନ ପାଇଁ ଧନ୍ୟବାଦ ଜ୍ଞାପନ କରିବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖେଳ ଭାବନାକୁ ଆହୁରି ବଢାଇବା ଆହ୍ୱାନ କରିଥିଲେ । ଯଦ୍ୱାରା ଜିଲ୍ଲାରୁ ଅନେକ ଛାତ୍ରଛାତ୍ରୀ ବିଭିନ୍ନ କ୍ରିଡାରେ ରାଜ୍ୟ ତଥା ଜାତୀୟ ସ୍ତରରେ ଅଂଶଗ୍ରହଣ କରିବା ସହ ମାଟିର ନାଁ ରଖିବେ ବୋଲି ମତ ବ୍ୟକ୍ତ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ  ବୁଲୁ ଦାନୀ, ଅସିତ ମିଶ୍ର, ବ୍ୟାସଦେବ ନନ୍ଦ, ରାହୁଲ ସାହୁ, ନାସିର ଖାନ, ସଞ୍ଜୟ ମିଶ୍ର, ପ୍ରଦୋଷ ପାଣିଗ୍ରାହୀ, ଅଙ୍କିତ ସାହୁ, ଅଜିତ ମହାନନ୍ଦ ମଞ୍ଚାସିନ ଥିବାବେଳେ  ଶୁଭେନ୍ଦୁ ସାହୁ , ଅଂଚଳ ପଣ୍ଡା, ଦୀନେଶ ସାହୁ, ବିଶାଲ ପଶାୟତ, ନିରଞ୍ଜନ ମିଶ୍ର, ସରୋଜ ସାହୁ, ନୀତିଶ ପ୍ରଧାନ, କ୍ରିଷ୍ଣା ପାତ୍ର, ଗାର୍ଗି ମିଶ୍ର, କିଷନ ମୁଗ୍ରୀ, ଓମ ରାଉତ ସୋମ୍ୟ ପାଣ୍ଡିଆ, ବିଷ୍ଣୁ ପ୍ରସାଦ ଭୋଇ, ବିଧୁ, ନାରାୟଣ ଓ ଶ୍ରୀକାନ୍ତ ପ୍ରମୁଖ କାର୍ଯ୍ୟକ୍ରମରେ  ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like