-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସରକାରୀ ସହାୟତା ଅପେକ୍ଷାରେ ଅସହାୟ ପୁରାଣୀ ବାଗ ।

05-Dec-2021



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ )
 ଗରିବ ଅସହାୟ ଙ୍କ ପାଇଁ ଯୋଜନା ପରେ ଯୋଜନା ,କିନ୍ତୁ ସ୍ଥାନୀୟ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ ଙ୍କ ଆଢ଼ୁଆଳରେ କିମ୍ବା ଅବହେଳା ଯୋଗୁଁ ଏବେବି ଅସହାୟ ଅବସ୍ଥାରେ ଦିନ କାଟୁ ଛନ୍ତି ନିରୀହ ଲୋକେ ।
ଏପରି ଏକ ଅସହାୟ ମହିଳା ଙ୍କ ଦୟନୀୟ ସ୍ଥିତି  ଦେଖିବାକୁ ମିଳିଛି ଧର୍ମଗଡ଼ ଏନ୍ ଏସ ସି  ୱାର୍ଡ ନଂ ପାଞ୍ଚ ତେନ୍ତୁଳି ଆ ପଡ଼ା ରେ ।ସବୁ ଠିକ୍ ଠାକ୍ ଚାଲୁଥିବା ବେଳେ ପରିବାର ରେ ଏକ ମାତ୍ର ରୋଜଗାରିଆ ସ୍ବାମୀ ହଠାତ୍ ଚାଲିଗଲେ ଆରପାରିକୁ , ସ୍ଵାମୀଙ୍କ ମୃତ୍ୟୁ ପରେ ଅସହାୟ ହୋଇ ପଡିଲେ ପୁରାଣି ବାଗ ,ଦୁଇ କୋମଳ ମୋତି ଛୁଆ ଙ୍କୁ ଦିନ କୁ ଦି ମୁଠା ଆହାର ଯୋଗାଇବା ହେଲା କଷ୍ଟ ,ଏହାରି ଭିତରେ ଦୃଷ୍ଟି ଶକ୍ତି ହରାଇଲେ ପୁରାଣୀ ବାଗ ,ଯାହାକି ବୋଝ ଉପରେ ନଳିତା ବିଡା ସଦୃଶ କିପରି ନିଜ ଦୁଇ ପୁଅ ଜଣେ ଝିଅ ଙ୍କ ଭବିଷ୍ୟତ ଗଢିବେ କିପରି ଦି ଓଲି ଖାଇବେ ସେ ନେଇ ଏବେ ଚିନ୍ତାରେ ପୂରାନି ।

ଏଭଳକି ନିଜସ୍ଵ ଘରଡିହ ମଧ୍ୟ ନାହିଁ ବୋଲି ପରଘରେ ଆଶ୍ରିତ 
ପୁରାନି ଙ୍କ ଦୟନୀୟ ସ୍ଥିତି ଦେଖି ଗାଁ ଲୋକଙ୍କ ସହଯୋଗରେ ଅଙ୍ଗନୱାଡ଼ି କର୍ମୀ ଜିଲ୍ଲା ମୂଖ୍ୟ ଚିକିତ୍ସା ଲୟ ଭବାନୀପାଟଣା କୁ ନେଇ ଥିଲେ ଚିକିତ୍ସା ପାଇଁ କିନ୍ତୁ ଡାକ୍ତର ଭୁବନେଶ୍ୱର ରେ ହିଁ ଠିକ୍ ଚିକିତ୍ସା ହୋଇ ପାରିବ ଓ ସେ ଦୃଷ୍ଟି ଶକ୍ତି ଫେରି ପାଇବେ ବୋଲି ପରାମର୍ଶ ଦେଇଥିଲେ ।
ତେବେ ପେଟକୁ ଦାନା ଯୋଗାଇ ପାରୁ ନ ଥିବା ପୂରାଣି କେମିତି ଯିବ ଭୁବନେଶ୍ୱର ,କେମିତି କରାଇବ ଆଖି ଚିକିତ୍ସା ,ଫେରି ପାଇବେ କି ଦୃଷ୍ଟି ଶକ୍ତି ତାହା ବର୍ତ୍ତମାନ ବଡ଼ ପ୍ରଶ୍ନ,
ପୁରାନୀ ଙ୍କୁ ଘରଡିହ ସହ ଆବାସ ଯୋଜନରେ ଘର ଓ ସମସ୍ତ ସରକାରୀ ସହାୟତା ଯୋଗାଇବା କୁ ଦାବି କରିଛନ୍ତି ଗ୍ରାମ ବାସି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like