-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଆମ୍ ଆଦମୀ ପାର୍ଟିର ଜନସମ୍ପର୍କ ଅଭିଯାନ

05-Dec-2021



ବଲାଙ୍ଗିର (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗୀର ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ଆପ ଓଡିଶା ପ୍ରବକ୍ତା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଓ ଜିଲ୍ଲା ସମ୍ପାଦକ ଶଙ୍କର୍ଷଣ ମହାପାତ୍ର ଏବଂ ରାଧେ ସାହୁ ଙ୍କ ଉପସ୍ଥିତି ରେ ମହଲେଇଁ  ଗ୍ରାମ ପଞ୍ଚାୟତ ର କୁକୂର୍  ଖାଇ ଗାଁ ରେ ଆମ୍ ଆଦମି ପାର୍ଟି ତରଫରୁ ରୁ ଜନସମ୍ପର୍କ ଅଭିଯାନ ଚାଲିଥିଲା।ଏ ଆମ୍ ଆଦମୀ ପାର୍ଟି ପକ୍ଷରୁର ଦିଲ୍ଲୀ ମଡ଼େଲ କାମ୍ ର ଜଳନ୍ତା ଉଦାହରଣ ବିଷୟ ରେ ଅବଗତ କରାଯାଇଥିଲା । ଏବଂ ନେତା ମନ୍ତ୍ରୀ ମାନେ ବିଜୁଳି,ପାଣି, ଚିକିତ୍ସା ମାଗଣା ଯୋଗାଇ ପାରିବେ ।ଯିବା ଆସିବା ଯାତ୍ରା କରିବା ଫ୍ରି ପାଇପାରିବେ କିନ୍ତୁ ଯେଉଁ ଜନତା ନେତା ମନ୍ତ୍ରୀ ମାନଙ୍କୁ ବନାଉଛନ୍ତି ତାଙ୍କୁ ମିଛ ପ୍ରତିଶ୍ରୁତି ଦେଇ ଚାଳିଛନ୍ତି ଏମାନଙ୍କୁ  ଧୋକା ଦେଉଛନ୍ତି ।

ଏହିପରି ବିଜେଡି, ବିଜେପି, କଂଗ୍ରେସ ପାର୍ଟି ର ନେତା ମାନେ ଜନତା ଙ୍କ ପାଇଁ କିଛି ଚିନ୍ତା କରୁନାହାଁନ୍ତି।  ଯଦି ଆମ୍ ଆଦମୀ ପାର୍ଟି ସରକାର ଯଦି ଆଗାମୀ ପଞ୍ଚାୟତ ନିର୍ବାଚନ ରେ ଆସିବ ତା'ହେଲେ ଓଡିଶାରେ ଦିଲ୍ଲୀ ଭଳି ନେତା ମନ୍ତ୍ରୀ ଙ୍କୁ ମାଗଣା   ବିଜୁଳି,ପାଣି, ସ୍ବାସ୍ଥ୍ୟ ସେବା ଓ ଶିକ୍ଷା ଯୋଗାଇ ଦିଆଯାଇଛି ।ସାଧାରଣ ଜନତା ଙ୍କୁ ମଧ୍ୟ ମାଗଣା ବିଜୁଳି ,ପାଣି , ସ୍ୱାସ୍ଥ୍ୟ ବ୍ୟବସ୍ଥା,ଶିକ୍ଷା ଦିଆଯାଇ ପାରିବ ଏବଂ ଓଡିଶା କୁ (ନମ୍ବର ୱାନ) କରାଯାଇ ପାରିବ ବୋଲି ମତଦାନ କରିଥିଲେ।ଦିଲ୍ଲୀ

ରେ ଆମ୍ ଆଦମି ପାର୍ଟି ଏମିତି କରିଥିବା ଉଦାହରଣ ରହିଛି।ଓଡିଶା ରେ ମଧ୍ଯ ଏହା ସମ୍ଭବ ହୋଇପାରିବ।କିନ୍ତୁ ଓଡିଶା ସରକାର ଙ୍କ କାମ୍ କରିବାର ନିଅତ ଠିକ୍ ନାହିଁ ଗୋଟେ ମାତ୍ର ସରକାର ସର୍ବଭାରତ ରେ ଆମ୍ ଆଦମି ପାର୍ଟି ସରକାର ହିଁ ସାରା ଓଡ଼ିଶା ଏବଂ ସାରାଦେଶ କୁ ଉନ୍ନତି ଏବଂ ପ୍ରଗତି ପଥରେ ନେଇ ବଦଳାଇ ପାରିବ ବୋଲି ଆପ୍ ନେତା ଆଶିଶ ପାଣ୍ଡେ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like