-+91-9937148622 |
prerana_bgr@rediffmail.com |
Tuesday 7th July 2026 |
R.N.I. Regd No. ODIODI/2010/46693
Breaking News
08-Nov-2020
ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୧୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୩୩ ଓ ଅନ୍ୟ ୬୦୧ ଲୋକାଲ କଣ୍ଟାକ୍ଟ। ରାଜ୍ଯରେ ଏଯାବତ୍ ୩,୦୧, ୫୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*