-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

କଟକ ଓ ଭୁବନେଶ୍ବର ରେ ପ୍ରବଳ ବର୍ଷା ଆରମ୍ଭ, ଜନଜୀବନ ପ୍ରଭାବିତ

05-Dec-2021



ଭୁବନେଶ୍ବର: ପୁରୀଠାରୁ ୨୭୦ କିଲୋମିଟର ଦୂରରେ ଜୱାଦ ରହିଛି। କିନ୍ତୁ ଏହାର ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ

ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି।
ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି। ଭୁବନେଶ୍ୱର ଏବଂ କଟକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ

କରାଯାଇଛି। ମଝିରେ ମଝିରେ ପ୍ରବଳ ବର୍ଷା ହେବ। ଏଣୁ ଘରୁ ବାହାରକୁ ଯିବା ପାଇଁ ବାରଣ କରଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ କଟକରେ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like