-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||     

HOME   ଜିଲ୍ଲା

‘ଜୱାଦ’ ପ୍ରଭାବରେ ଆହୁରି ୧୨ ଘଣ୍ଟା ବର୍ଷିବ: ଆଇଏମଡି ଡିଜି

05-Dec-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ବାତ୍ୟା ଜୱାଦ ସମ୍ପର୍କରେ ତାଜା ଅପଡେଟ ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଅପରାହ୍ନ ସୁଦ୍ଧା ଅବପାତର ରୂପ ନେବ ବାତ୍ୟା ଜୱାଦ । ମଧ୍ୟରାତ୍ରୀ ସୁଦ୍ଧା ଜୱାଦ ପଶ୍ଚିମବଙ୍ଗରେ ପହଞ୍ଚିବ ବୋଲି ମୃତ୍ୟୁଞ୍ଜୟ କହିଛନ୍ତିି ।
ଏହା ସହ ସେ କହିଛନ୍ତି ଯେ, ‘ପୁରୀଠାରୁ ୭୦ କିମି ଦୂରରେ ଜୱାଦ କେନ୍ଦ୍ରୀଭୂତ ହୋଇଛି । ଆଉ ୩ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଅପରାହ୍ନ ସୁଦ୍ଧା ଅବପାତର ରୂପ ନେବ ଜୱାଦ । ଉତ୍ତର ଉତ୍ତରପୂର୍ବ ଦିଗକୁ ଗତି କରି ପଶ୍ଚିମବଙ୍ଗ ଉପକୂଳକୁ ମୁହାଁଇବ । ରାତି ସୁଦ୍ଧା ୱେଳ ମାର୍କଡ ଲୋକ ପ୍ରେସର ହୋଇ ପଶ୍ଚିମବଙ୍ଗ ପହଞ୍ଚିବ । ଏହା ପ୍ରଭାବରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଭଦ୍ରକରେ ପ୍ରବଳ ବର୍ଷା ହୋଇଛି । ପାରାଦୀପରେ ୩ ଘଣ୍ଟା ମଧ୍ୟରେ ୫୬ ମିମି ବର୍ଷା ରେକର୍ଡ କରାଯାଇଛି । ବାତ୍ୟା ପ୍ରଭାବରେ ୧୨ ଘଣ୍ଟା ଯାଏଁ ବର୍ଷା ଜାରି ରହିବ । ୧୨ ଘଣ୍ଟା ପରେ ବର୍ଷା ପରିମାଣ କମିବ । ଦକ୍ଷିଣରୁ ଯାଇ ଉତ୍ତର ପୂର୍ବ ଓଡ଼ିଶାରେ ବର୍ଷା ବଢ଼ିବ । ଦକ୍ଷିଣ ଓଡ଼ିଶାରେ ଉପକୂଳ ଜିଲ୍ଲାରେ ୬ ଘଣ୍ଟା ଯାଏଁ ବର୍ଷା ହେବ । ବର୍ତ୍ତମାନ ୪୫ରୁ ୫୫ କିମି ବେଗରେ ପବନ ବହୁଛି । ରାତିରେ ପବନର ବେଗ କମି ୩୦ରୁ ୪୦ କିମି ରହିବ ।’


News Comment




Photo in News

Advertisment
Lastest News
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026

You Might Also Like