-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ

05-Dec-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା): ଆଜି ବିଶ୍ୱ ମୃତ୍ତିକା ଦିବସ । ଏହି ଅବସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ମୃତ୍ତିକା ଦିବସ ପାଳନ କରାଯାଇଛି । ନୟାଗଡ଼ ଡି.ଆର.ଡି.ଏ ସମ୍ମିଳନୀ କକ୍ଷ (ସୃଜନ) ଠାରରେ ଜିଲ୍ଲା ସ୍ତରୀୟ ମୃତ୍ତିକା ଦିବସ ପାଳିତ ହୋଇ ଯାଇଛି । ଜିଲ୍ଲାପାଳ ଡ.ପୋମା ଟୁଡୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭା ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ରଣପୁର ବିଧାୟକ ଶ୍ରୀଯୁକ୍ତ ସତ୍ୟନାରାୟଣ ପ୍ରଧାନ ଯୋଗ ଦେଇ ବିଶ୍ୱ ମୃତ୍ତିକା ଦିବସ ପାଳନ ର ମହତ୍ତ୍ୱ ବର୍ଣ୍ଣନା କରିବା ସହ ନୟାଗଡ଼ ଜିଲ୍ଲାର ମୃତ୍ତିକା ଅତି ଉନ୍ନତ ମାନର ଏବଂ ଏଥିରୁ ଅତି ଉନ୍ନତ ମାନର ଧାନ, ମୁଗ, ଆଖୁ ଏବଂ ବିଭିନ୍ନ ପନିପରିବା ଅମଳ ହେଉଥିବା କଥା ବକ୍ତବ୍ୟରେ ରଖିଥିଲେ । ମୁଖ୍ୟତଃ ଜିଲ୍ଲା ମୃତ୍ତିକା ଦିବସ ର ବିଷୟବସ୍ତୁ ଥିଲା ମୃତ୍ତିକା ଲବଣୀକରଣ କୁ ରୋକନ୍ତୁ ଏବଂ ମୃତ୍ତିକା ର ଉତ୍ପାଦିକା ଶକ୍ତି ବୃଦ୍ଧି କରନ୍ତୁ । ଏହା ଉପରେ ଆଲୋଚନା କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ପଞ୍ଚାୟତ ସମିତି ନୟାଗଡ଼ ର ଅଧ୍ୟକ୍ଷା ଶ୍ରୀମତୀ ଗୋଲାପ ଦଳ ବେହେରା, ଆତ୍ମା ନୟାଗଡ଼ର ଅଧ୍ୟକ୍ଷା ଶ୍ରୀ ରାଜେନ୍ଦ୍ର କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀମତୀ ପୁଷ୍ପାଞ୍ଜଳୀ ପାଇକରାୟ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଶ୍ରୀ ମୁରଲୀଧର ବେହେରା, କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବେଜ୍ଞାନିକ ଶ୍ରୀ ବାଦଲ କୁମାର ମହାନ୍ତି ପ୍ରମୁଖ ଅତିଥି ଭାବରେ ଯୋଗଦାନ କରି ମତାମତ ରଖିଥିଲେ । ଡାଲି ଗବେଷଣା କେନ୍ଦ୍ର ର ବିଶେଷଜ୍ଞ ଅପର୍ଣ୍ଣା ପ୍ରିୟଦର୍ଶନୀ ପାତ୍ର ବିଭିନ୍ନ ଜୈବିକ ସାର ର ବିଶେଷତ୍ୱ ଏବଂ ତା’ର ପ୍ରୟୋଗ ଉପରେ ଆଲୋକପାତ କରିଥିଲେ । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଜୟ କୁମାର ପ୍ରଧାନ ଏବଂ ମୃତ୍ତିକା ପରୀକ୍ଷାଗାରର ସହକାରୀ ନିର୍ଦ୍ଦେଶକ ଓ ମୃତ୍ତିକା ବିଶେଷଜ୍ଞ ଦିପ୍ତୀକାନ୍ତ ରାଉତରାୟ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ନୟାଗଡ଼ ବ୍ଲକର ୩୦ ଜଣ ଚାଷୀଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like