-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||     

HOME   ଜିଲ୍ଲା

୧୯ ତମ ସ୍ପାଟନ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର କ୍ବାଟର ଫାଇନାଲ

05-Dec-2021



ପାଟଣାଗଡ, (ପୁର୍ଣ୍ଣ ଶଶୀ ଶେଖର ରାଓ ) ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ତେନ୍ତୁଳିମୁଣ୍ଡା  ଜୟରାମ ମେହେର ହାଇସ୍କୁଲ୍  ପଡିଆ ଠାରେ ସ୍ପାଟନ  କ୍ଲବ୍ ପକ୍ଷରୁ ୧୯ ତମ  ଫୁଟ ବଲ ମ୍ଯାଚ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୬ ଗୋଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଆଜି ପ୍ରଥମ ରାଉଣ୍ଡ ରେ ତେତେଲମୁଣ୍ଡା ଓ ଡେବ୍ରିପାଲି ମଧ୍ୟରେ ପ୍ରତିଯୋଗିତା ହୋଇଥିଲା ଏଥିରେ ଉଭୟ ଦଳ ସ୍ଥିତି ବରାବର ହେବାରୁ ପେନାଲଟି ର ସହାୟତା ନିଆଯାଇଥିଲା ଓ ସେଥିରେ ତେତେଲମୁଣ୍ଡା ବିଜୟୀ ହୋଇଥିଲେ। ଦ୍ଵିତୀୟ ରାଉଣ୍ଡ ରେ ବରବାହାଲ ଓ ମୁଣ୍ଡା ଗାଁ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ  ମ୍ୟାଚ ହୋଇଥିବାରୁ ଉଭୟ ଦଳ ବରାବର ହୋଇଥିବା ବେଳେ ପେନାଲଟି ରେ ବରବାହାଲ ଦଳ ବିଜୟୀ ହୋଇଥିଲେ। ଆଜି ର ଏହି ଖେଳରେ ମୁଖ୍ୟ ଅତିଥି  ଭାବେ ଯୋଗୀଲାଲ ମେହେର ଯୋଗଦେଇ ଥିବା ବେଳେ ସମ୍ମାନୀତ ଅତିଥି ସବ୍ୟସାଚୀ ଭୋଇ   ଯୋଗଦେଇ  ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ତେତେଲମୁଣ୍ଡା ଓ ବରବାହାଲ   ସେମିଫାଇନାଲ ଯିବାକୁ ଉତ୍ତୀର୍ଣ୍ଣ  ହୋଇଛନ୍ତି। ଖେଳ  କୁ ଆଶିର୍ବାଦ ସାହା  ପରିଚାଳନା କରୁଥିବା ବେଳେ ପ୍ରତାପ ଭୁକ୍ତା  ଓ ଅଶ୍ୱନୀ ଭୁକ୍ତା  ଲାଇନ ରେ ସହଯୋଗ  କରିଥିବା  ଭୂପାଳ କୁମାର ବିଶ୍ଵାଳ ଧାରା ବିବରଣୀ ପ୍ରଦାନ କରୁଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026

You Might Also Like