-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା - ଭାବ ବିହ୍ଵଳ ହେଲେ ଅଧିକାରୀ ଓ କର୍ମଚାରୀ

05-Dec-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) :ଆଜି ସ୍ଥାନୀୟ ଏନ୍ ଜି ଓ ସି ସି ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଅଧିକାରୀ ଶ୍ରୀଯୁକ୍ତ ହରିଚରଣ ମିଶ୍ରଙ୍କ ସମ୍ମାନାର୍ଥେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲାl ନିକଟରେ ତାହାଙ୍କ ଗଞ୍ଜାମ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଅଧିକାରୀ ହିସାବରେ ବଦଳି ହୋଇଯାଇଛି l ଶ୍ରୀ ମିଶ୍ର  ୨୦୧୩ ମସିହାରୁ ଏହି ପଦବୀରେ ସୁଚାରୁରୂପେ କାର୍ୟ ସମ୍ପାଦନ କରୁଥିଲେ I ତାଙ୍କର କାର୍ଯ୍ୟକାଳରେ ସୁବର୍ଣ୍ଣପୁର ଜିଲ୍ଲା ସ୍ଵଳ୍ପ ସଞ୍ଚୟ କ୍ଷେତ୍ରରେ ନିର୍ଦ୍ଧାରିତ ଜମା ଲକ୍ଷ୍ୟ ହାସଲକରି ଅନେକ ସୁନାମ ଅର୍ଜନ କରିଥିଲା I ସେ ଜଲ୍ଲାର ପୋଷ୍ଟାଲ ଏଜେଣ୍ଟ ମାନଙ୍କୁ ସଂଗଠିତ କରି ଏବଂ ନୁତନ ଏଜେଣ୍ଟ ଚୟନକରି ସେମାନଙ୍କୁ ସଠିକ୍ ଦିଗଦର୍ଶନ ଦେଇ ସେମାନଙ୍କ ଉତ୍ସାହ ତଥା କର୍ମଦକ୍ଷତା ବୃଦ୍ଧି କରିପାରିଥିଲେ I ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସଭାସମିତି ଓ କର୍ମଶାଳା ଆୟୋଜନ କରି ସେ ଜନସାଧାରଣଙ୍କୁ ଡାକଘରେ ଟଙ୍କା ଜମାକରିବା ଏବଂ ଠକ ଚିଟ଼୍ଫଣ୍ଡ ସଂସ୍ଥା ହାବୁଡରେ ନ ପଡ଼ିବା ପାଇଁ ପ୍ରବର୍ତ୍ତIଉ ଥିଲେ I ଏବଂ ଗତ ମାସ ରେ  ଶ୍ରୀ ମିଶ୍ର  ସ୍ୱଳ୍ପ ସଂଚୟ ପକ୍ଷ ପାଳନ ଅବସରରେ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଗବେଷଣା କେନ୍ଦ୍ର ରେ  ସ୍ୱଚ୍ଛ ଭାରତ ସଂଗଠନ  କାର୍ଯ୍ୟକର୍ତ୍ତା  ଓ  ସ୍କୁଲ କମିଟି କୁ ସାମିଲ କରି  ଏକ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ  ଓ  ସ୍ୱଳ୍ପ ସଂଚୟ ର ସୁରକ୍ଷିତ ଯୋଜନା ଉପରେ  ବିସ୍ତାର ଭାବେ ବକ୍ତବ୍ୟ ରଖି ସହର ଓ ଜ଼ିଲ୍ଲାକୁ ଏକ ସଚେତନତା ବାର୍ତ୍ତା  ପହଞ୍ଚାଇଥିଲେ l ସୁବର୍ଣ୍ଣପୁରରେ ଦୁଇ ବର୍ଷ ଧରି ସେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦାୟିତ୍ଵ ରେ ରହି ସଠିକ୍ ଭାବରେ ଦାୟିତ୍ଵ ତୁଲାଇ ମିଡ଼ିଆଙ୍କ ସହିତ  

ସୁସମ୍ପର୍କ ସ୍ଥାପନ କରିଥିଲେ  I ସେ ଜଣେ କର୍ମପ୍ରବଣ ଏବଂ ମେଳାପି ସ୍ଵଭାବ ର ଅଧିକାରୀ ହୋଇଥିବାରୁ ଆଜି ତାଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ ଜିଲ୍ଲାର ସମସ୍ତ ୬ଟି ବ୍ଲକ ର ଶତାଧିକ ପୋଷ୍ଟାଲ୍ ଏଜେଣ୍ଟ ଏକତ୍ରିତ ହୋଇ ମିଶ୍ର ବାବୁଙ୍କ କର୍ମ ଦକ୍ଷତା ର ଭୂୟସୀ ପ୍ରଶଂସା କରିଥିଲେ l ଶ୍ରୀଯୁକ୍ତ ମିଶ୍ର ତାଙ୍କ ବକ୍ତବ୍ୟରେ ଭାବପ୍ରବଣ ହୋଇଯାଇଥିଲେ ଏବଂ ସୁବର୍ଣ୍ଣପୁର ବାସୀଙ୍କ ଠାରୁ ପାଇଥିବା ସ୍ନେହଶ୍ରଦ୍ଧା କୁ ସେ ଜୀବନସାରା ଭୂଲି ପାରିବେନାହିଁ ବୋଲି କହିଥିଲେ I ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଅଧିକାରୀ ଦାୟିତ୍ୱ ରେ ଥିବା ଶ୍ରୀଯୁକ୍ତ ଅଶ୍ଵିନି କୁମାର ଭୋଇ ଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଏବଂ ସହଯୋଗ କରିବା ପାଇଁ ସେ ପୋଷ୍ଟାଲ୍ ଏଜେଣ୍ଟ ମାନଙ୍କୁ ନିବେଦନ କରିଥିଲେ l  ଆଜିକାର ଏଇ ସଭାକୁ ବିଦ୍ୟାପତି ପଣ୍ଡା ପରିଚାଳନା କରିଥିବାବେଳେ ଜିଲ୍ଲା ସ୍ଵଳ୍ପସଞ୍ଚୟ ଏବଂ ଲୋକ ସମ୍ପର୍କ ବିଭାଗର ସମସ୍ତ କର୍ମଚାରୀ ଙ୍କ ସମେତ  ଶତାଧିକ ପୋଷ୍ଟାଲ୍ ଏଜେଣ୍ଟ ଓ ସେମାନଙ୍କ ପରିବାରବର୍ଗ  ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like