-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ବୁର୍ଡା ଗାଁ ରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ଓ ଘରଦ୍ଵାର ନଷ୍ଟ କଲା ଗଜରାଜ

05-Dec-2021



ବଲାଙ୍ଗିର (ପ୍ରେରଣା ଖବର) :ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ବୁର୍ଡା ଗାଁ ରେ ଗତକାଲି ଶନିବାର ରାତି 1 ଟା ସମୟରେ ନିକଟସ୍ଥ ଜଙ୍ଗଲରୁ କିଛି ବଣୁଆ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର, ଘର ଆସବାବ ପତ୍ର ଏବଂ ଖାଦ୍ୟ ଶସ୍ୟ ଛାରଖାର

କରିଦେଇଛନ୍ତି l ପ୍ରାୟ 3/4 ଟି ହାତୀ ଗାଁ ର ହରିଜନ ପଡା ବସ୍ତିକୁ ପଶି ପ୍ରଥମେ ଘର କବାଟ, ଝରକା ଆଦିକୁ ଭାଙ୍ଗି ଦେଇଥିଲେ l ପରେ ଘର ଭିତରକୁ ପଶି ଘରେ ଥିବା ଖାଦ୍ୟ ଶସ୍ୟ, ଧାନ ଚାଉଳ ଆଦି ବରବାଦ କରିଦେଇଥିଲେ l ହାତୀ କୁ ଦେଖି ଗାଁ ଲୋକେ ଭୟରେ ଘର ଭିତରେ ରହିଯାଇଥିବା ବେଳେ କିଛି ଲୋକ ଘର ପଛପଟ ଦେଇ ଅନ୍ୟତ୍ର ସୁରକ୍ଷିତ ସ୍ଥାନକୁ ଚାଲିଯାଇଥିଲେ l ଗାଁ ଲୋକେ ଜଙ୍ଗଲ ବିଭାଗକୁ ଜଣାଇଥିଲେ ମଧ୍ୟ ଜଙ୍ଗଲ ବିଭାଗର କୌଣସି କର୍ମଚାରୀ ଙ୍କ ଦେଖା ନ ଥିଲା l ବର୍ତ୍ତମାନ ପର୍ଯ୍ୟନ୍ତ ଗାଁ ଲୋକେ ଭୟ ଓ ଆଶଙ୍କା ଭିତରେ ଥିବା ବେଳେ ଆଜି ରାତି ସାରା ଲୋକେ

ଉଜାଗର ରହିବାକୁ ନିଷ୍ପତ୍ତି ନେଇଛନ୍ତି l ଗାଁ ର ରାମକୃଷ୍ନ ଛତ୍ରୀ ଆ, ଦୁଲହlରି ଛତ୍ରୀଆ, ରୁଷଭ ବାରିକ ଙ୍କ ଘରେ ହାତୀ ପଶି ଘରଦ୍ୱାର ଓ ଘର ଜିନିଷପତ୍ର ନଷ୍ଟ କରିଥିବା ଦେଖିବାକୁ ମିଳିଛି  ବୁର୍ଡl ଗ୍ରାମବାସୀଙ୍କୁ ହାତୀ ଦାଉରୁ ରକ୍ଷା କରିବା ପାଇଁ ଜଙ୍ଗଲ ବିଭାଗକୁ ନିବେଦନ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like