-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||     

HOME   ଜିଲ୍ଲା

ଲରମ୍ଭା ମହାବିଦ୍ୟାଳୟ ଠାରେ ସଂବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ଆନ୍ତଃ ମହାବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

06-Dec-2021



ବରଗଡ ଜିଲ୍ଲା ଅତାବିରା ବ୍ଲକ ଲରମ୍ଭା ମହାବିଦ୍ୟାଳୟ ଖେଳପଡିଆ ଠାରେ ସଂବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ଆନ୍ତହ ମହାବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଏହା କୁ ଲରମ୍ଭା ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇ ଉଦଘାଟନ କରିଥିବାବେଳେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଲୋକସଭା ସଦସ୍ୟ ପ୍ରଭାସ କୁମାର ସିଂ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପକ   ରମଣୀ ରଞ୍ଜନ ସାହୁ, ପରିଚାଳନା କମିଟୀ ର ସଭାପତି ରବିନାରାୟଣ ପଣ୍ଡା ଓ ମହାବିଦ୍ୟାଳୟ ର ପରିଚାଳନା ସଂପାଦକ ସରୋଜ କୁମାର ନାୟକ କଂ  ତତ୍ବାବଧାନରେ ଖେଳ ଅନୁଷ୍ଠିତ ହୋଇଥିଲା। ଫାଇନାଲ ମ୍ୟାଚରେ ଝାଡେଶ୍ବରୀ ମହାବିଦ୍ୟାଳୟ ଓ ତୋରା ମହାବିଦ୍ୟାଳୟ ମଧ୍ୟ ରେ ଅନୁଷ୍ଠିତ ହୋଇଥିଲା, ଏଥିରେ ଝାଡେଶ୍ବରୀ ମହାବିଦ୍ୟାଳୟ ୨/୦ ଗୋଲ ରେ ବିଜେତା ହୋଇଥିଲେ ଓ ଉପବିଜେତା ତୋରା ମହାବିଦ୍ୟାଳୟ ହୋଇଥିଲେ ଓ ପୁରସ୍କୃତ ହୋଇଥିଲେ। ଖେଳ ପରିଚାଳନାରେ ସହଯୋଗ କରିଥିଲେ ସୁରେଶ ଦାସ, ଶୁଭମ ପାତ୍ର, ଶଶିକାନ୍ତ ଦାସିଆ, ଲିଙ୍ଗରାଜ ପ୍ରଧାନ, ପ୍ରଶାନ୍ତ କୁମାର ବେହେରା, ନିରଞ୍ଜନ ମହାକୁଡ଼, ପଞ୍ଚାନନ ପାତ୍ର। ଉଦଯାପନୀ ଉତ୍ସବରେ ନିମନ୍ତ୍ରିତ ଅତିଥି ଭାବେ ଅଶ୍ଵିନି କୁମାର ପ୍ରଧାନ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୟ କୁମାର ନାୟକ, ଚିତ୍ତ ରଞ୍ଜନ ଛନ୍ଦ ଯୋଗ ଦେଇଥିଲେ। ଏଥିରେ ମହାବିଦ୍ୟାଳୟ ର ଡଃ ଅମୃତା ସାମନ୍ତ, ପବିତ୍ର ମହାରଣା, ପ୍ରମୋଦ ସେଠ୍, ମନୋରଞ୍ଜନ ତ୍ରିପାଠୀ, କିଶୋର ଚନ୍ଦ୍ର ହୋତା, ଅନ୍ତର୍ଯ୍ୟାମୀ ବେହେରା, ସୁଶୀଲ କୁମାର ମହାକୁଡ, ଲିଙ୍ଗରାଜ ପୋଢ, ସମେତ ଛାତ୍ରଛାତ୍ରୀ ଓ କର୍ମଚାରୀ ମାନେ ଯୋଗଦାନ କରି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026

You Might Also Like