-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଆଇନଜୀବୀ କୃଷ୍ଣଚନ୍ଦ୍ର ମିଶ୍ରଙ୍କ ପିତୃ ବିୟୋଗ

06-Dec-2021



ବଲାଙ୍ଗିର,(ପ୍ରେରଣା ଖବର)- ସହରର ବରିଷ୍ଠ ଆଇନଜୀବୀ, ପୁର୍ବତନ ପୌରାଧିକାରୀ ତଥା ବଲାଙ୍ଗିର କ୍ରୀଡାସଂସଦର ଉପସଭାପତି କୃଷ୍ଣଚନ୍ଦ୍ର ମିଶ୍ରଙ୍କ ପିତୃ ବିୟୋଗ ଘଟିଛି । ପିତା ସର୍ବେଶ୍ୱର ମିଶ୍ର ବିଗତ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଭୋଗୁଥିବାବେଳେ ରବିବାର ରାତି ୧୦.୩୦ ସମୟରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ ୯୭ ବର୍ଷହେଉଥିଲା । ସ୍ୱର୍ଗତ ସର୍ବେଶ୍ୱର ସିଭିଲ କୋର୍ଟରେ ପେଶାଦାର ଭାବେ କାମ କରି, ୧୯୮୩ ମସିହାରେ ଅବସର ଗ୍ରହଣ କରିଥିଲେ । ପରେ ପରେ ସେ ଆଜୀବନ ଧର୍ମକର୍ମରେ ଲିପ୍ତ ରହିଥିଲେ । ୨୦୧୫ ମହସିହା ମାର୍ଚ୍ଚ ୧୫ ରେ ଏକ କୋଟିବାର ରାମ ଲେଖି ନାମ ଯଜ୍ଞ କରିବା ଭଳିଆ ବିରଳ କୃତିତ୍ୱ ମଧ୍ୟ ସେ ଅର୍ଜନ କରି ପାରିଥିଲେ । ତାଙ୍କର ଅନ୍ତିମ କ୍ଷଣରେ ସ୍ତ୍ରୀ କିଶୋରୀ, ଭାଇ ଯଜ୍ଞଶଙ୍କର, ଯୋଗୀକର, ଭଗବାନ, ପୁତୁରା ବାବୁଲା, ଭଉଁଣି ଜ୍ୱାଇଁ ଶ୍ରୀକର ମିଶ୍ର, ପୁତ୍ର କୃଷ୍ଣଚନ୍ଦ୍ର, ମୋହିନୀ, ଉଭୟ ପୁତ୍ରବଧୁ, ଝିଅ ଶୋଭାଗିନୀ, ବିଲାସିନୀ, ବିନ୍ଧ୍ର ବାସିନି, ଜ୍ୱାଇଁ ସୁରେନ୍ଦ୍ର ପୁରୋହିତ, ଗୋପବନ୍ଧୁ ମିଶ୍ର,  ଜାତୀନ୍ଦ୍ର ପାଠୀ, ନାତି ସନ୍ଦୀପ, ସୁମୀତ, ସୌମିକ, ଅବିନାଶ, ବୁଲୁ ବାବୁ, ନାତୁଣୀ ଦୀପା ଓ ସୋମି ଉପସ୍ଥିତ ଥିଲେ । ଆଜି ସକାଳୁ ସ୍ଥାନୀୟ ବିଭୁତି ପଡା ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ କ୍ରିୟା କରାଯାଇଥିଲା । ବଡ ପୁଅ କୃଷ୍ଣଚନ୍ଦ୍ର ମୁଖାଗ୍ନି ଦେଇଥିବା ବେଳେ ପରିବାର ଓ ବନ୍ଧୁବର୍ଗଙ୍କ ସମେତ ସହରର ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ଶେଷ ଦର୍ଶନ କରିଥିଲେ ।  


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like