-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଟ୍ରକ ପଛରେ ପିଟି ହେଲା ବାଇକ୍: ଘଟଣା ସ୍ଥଳରେ ବାଇକ୍ ଆରୋହୀ ମୃତ।

06-Dec-2021



ନର୍ଲା (ସଞ୍ଜିବ ଦାସ)ନର୍ଲା ବ୍ଲକର ବାଲିପଡ଼ା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି |ଭବାନୀପାଟଣା ରୁ ମ .ରାମପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ବାଲିପଡ଼ା ନିକଟସ୍ଥ ଜଗନ୍ନାଥ ଔଷଧ ଦୋକାନ ପାଖରେ ଏକ ୨୦ଚକିଆ ବିଶିଷ୍ଟ ଟ୍ରକ ଗାଡି ନଂ OD15K7737ଟି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଅଟକି ରହିଥିବା ବେଳେ ଗତ  ରାତି ପ୍ରାୟ ୯.୩୦ସମୟରେ ବାଜାଜ ପଲସର  ଗାଡି  ନଂ  OD08C2231 ଜଣେ ଚାଲକ ଅଟକି ଥିବା ଟ୍ରକ ପଛ ପଟେ ପିଟି ହୋଇ ନିୟନ୍ତ୍ରଣ ହରାଇ ବାଇକ ଚାଳକ ରାସ୍ତା ମଝିରେ ଗାଡି ସହିତ ପଡି ରହିଥିଲେ। ତାଙ୍କ ମୁଣ୍ଡରୁ ରକ୍ତସ୍ରାବ ହେଉଥିଲା |କୋୖଣସି ମତେ ସୂଚନା ପାଇଁ ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଂଚି ଥିଲେ ମଧ୍ୟ ଦୁର୍ଘଟଣାକୁ ଅନୁଧ୍ୟାନ କରି ପୋଲିସର ବିନା ଅନୁମତିରେ ନେବା ପାଇଁ ଚାହୁଁ ନ ଥିବା ବେଳେ ଆମ୍ବୁଲାନ୍ସ ଫେରିଯାଇଥିଲା |ଖବର ପାଇ କିଛି ସମୟ ପରେ ନର୍ଲା ପୋଲିସ ପହଂଚି ଦୁର୍ଘଟଣା ବ୍ୟକ୍ତିଙ୍କୁ ଡାକ୍ତର ଖାନାକୁ ସ୍ଥାନାନ୍ତରିତ କରିବାପାଇଁ ଉଦ୍ୟମ ବେଳେ କୌଣସି ମତେ ସୂଚନା ପାଇଁ ପରିବାରର ଲୋକେ ଆସିଥିଲେ |ଏହି ଦୁର୍ଘଟଣାରେ ମୃତ ବ୍ୟକ୍ତି ମ .ରାମପୁର ବ୍ଲକର ଗୌଡ଼କର୍ଲାଖୁଣ୍ଟାର ଡମ୍ବରୁ ବୋଲି ଜଣା ପଡୁଛି |ମୃତ ବ୍ୟକ୍ତିକୁ  ପୋଲିସ ସହାୟତରେ ପରିବାରର ଲୋକେ ଶବ ବ୍ୟବଚ୍ଛେଦ ପାଇଁ ମ.ରାମପୁରକୁ ସ୍ଥାନାନ୍ତରିତ କରିଥିଲେ । ନର୍ଲା ଆଇଆଇସି ରେଣୁକା ସୁନା ଘଟଣାଟିର ତଦନ୍ତ କରି କେସ ନଂ୨୪୮/୨୧ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like