-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସ୍ମାର୍ଟ ସ୍କୁଲ ର ବାସ୍ତବ ଚିତ୍ର...... ପ୍ରଧାନ ଶିକ୍ଷକ ସମେତ ବହୁ ଗୁରୁତ୍ୱପୂର୍ଣ ପଦବୀ ଖାଲି

06-Dec-2021



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
ସରକାର ଙ୍କ ଦ୍ଵାରା ବିଭିନ୍ନ ହାଇସ୍କୁଲ ଗୁଡ଼ିକ  ସ୍ମାର୍ଟ ସ୍କୁଲ ର ମାନ୍ୟତା ପାଇବା ପରେ ରୂପରେଖ ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି।ତେବେ ସ୍କୁଲ ଗୁଡିକରେ ଆବଶ୍ୟକ ଶିକ୍ଷକ ଶିକ୍ଷୟିତ୍ରୀ ପଦବୀ ଖାଲି ରହିଥିବାରୁ ସ୍ମାର୍ଟ ସ୍କୁଲ ବ୍ୟବସ୍ଥା ଖାଲି କେବଳ ପ୍ରହସନ ବୋଲି ବୁଦ୍ଧି ଜୀବୀ ମହଲରେ ଚର୍ଚ୍ଚା ହେଉଛି। ଏଭଳି ସମସ୍ୟା କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ରିଷିିଡା ସ୍ଥିତ ସରକାରୀ ବାପୁଜୀ ଉଚ୍ଚବିଦ୍ୟାଳୟ ରେ ଦେଖିବାକୁ ମିଳିଛି।ଚଳିତବର୍ଷ ଏହି ବିଦ୍ୟାଳୟ ରେ ପ୍ରଥମ ଶ୍ରେଣୀ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମିଶ୍ରଣ ହେବା ସହିତ ସ୍ମାର୍ଟ ସ୍କୁଲ ର ମାନ୍ୟତା ପାଇଛି।ଏଥିପାଇଁ ସରକାର ଙ୍କ ପକ୍ଷରୁଭିତ୍ତିଭୂମି ବିକାଶ ପାଇଁ ୪୫ଲକ୍ଷ ଟଙ୍କା ଅନୁଦାନ ରାଶି ଆସି ଖର୍ଚ୍ଚ ହେଈଛି । ହେଲେ ଏଠାରେପ୍ରଥମ ରୁ ଅଷ୍ଟମ ଶ୍ରେଣୀ ରେ୧୬୪ ଜଣ ଛାତ୍ରୀ/ଛାତ୍ର ଙ୍କ ଶିକ୍ଷା ଦାନ ପାଇଁ-୫ ଜଣ ଶିକ୍ଷକ ରହିଥିବା ବେଳେ ନବମ ଓ ଦଶମ ଶ୍ରେଣୀର ୧୪୧ ଜଣ ଛାତ୍ରୀ /ଛାତ୍ର ଙ୍କୁ ପାଠ ପଢ଼ାଇବା ପାଇଁ ଜଣେ ହିନ୍ଦୀ ଶିକ୍ଷକ ଓ ଜଣେ ଖେଳ ଶିକ୍ଷକ ହିଁ ରହିଛନ୍ତି  । ଏପରି ସ୍ଥଳେ ଛାତ୍ରୀ/ଛାତ୍ର ଙ୍କୁ କେମିତି ପାଠ ପଢା ଯାଉଥିବ, ତାହା ସହଜେ ଅନୁମାନ କରାଯାଇ ପାରେ ।ଏଣୁ ସରକାର ଏ ଦିଗରେ ଧ୍ୟାନ ଦେଇ ପ୍ରଧାନ ଶିକ୍ଷକ ସମେତ ବିଜ୍ଞାନ , ଗଣିତ ,କଳା,ସଂସ୍କୃତ,କମ୍ପ୍ୟୁଟର ଶିକ୍ଷକ ପଦବୀ ଗୁଡିକ ପୂରଣ କରିବା ପାଇଁ ଅଂଚଳବାସୀ ଦାବୀ ଜଣାଇଛନ୍ତି ।ଅନ୍ୟ ପଟେ ଅଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କିଛି ଲାଭ ମିଳୁ ନ ଥିବା ଅଭିଭାବକ ମାନେ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like