-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ୫୯ତମ ଗୃହରକ୍ଷୀ ଦିବସ ପାଳିତ , ଅନ୍ତରୀଣ ଆଇନସୁରକ୍ଷା ରେ ରହିଛି ଅତୁଳନୀୟ ଅବଦାନ

06-Dec-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ଜିଲ୍ଲାର ପୋଲିସ ତରଫରୁ ଗୃହରକ୍ଷୀ ଦିବସ ପାଳନ ହୋଇ ଯାଇଛି । ଏହି ଅବସରରେ ରିଜର୍ଭ ପୋଲିସ୍ ପଡିଆରେ ଅତିଥି ଭାବରେ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ସୀତାରାମ ଶତପଥୀ ଓ  ଜିଲ୍ଲାପାଳ ଅବୋଲୀ ସୁନିଲ ନରଭଣେ ଯୋଗ ଦେଇଥିଲେ l , ସେହିପରି ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ , ସିଡିଏମଓ ଦିଲୀପ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ମିଳିତ ପ୍ୟାରେଡ ରେ ଅଭିବାଦନ ରଖିବା ସହିତ ହୋମଗାର୍ଡ ବାହିନୀ ଦେଶ ଓ ଜାତି କର୍ତ୍ତବ୍ୟ ସକାଶେ ଉସର୍ଗିକୃତ ମନୋଭାବକୁ ପ୍ରଶଂସା କରିଥିଲେ । ଜିଲ୍ଲାର ଗୃହରକ୍ଷୀ ବିଭାଗରେ ଉକୃଷ୍ଟ ଅବଦାନ ହେତୁ ହୋମଗାର୍ଡ ମୁକେଶ ପଣ୍ଡା , ବାବୁଲାଲ ତ୍ରିପାଠୀ , ଦାଶରଥି ସିନ୍ଦୁରିଆ, ଦିଲୀପ ଦେହୁରୀ ଓ ହୋମଗାର୍ଡ ଦାୟିତ୍ଵ ରେ ଥିବା ହାବିଲଦାର ମସ୍ତରାମ ସାହୁ , ହାବିଲଦାର ହେମନ୍ତ ସାହୁ ଙ୍କୁ ମାନପତ୍ର ସହିତ ଅର୍ଥରାଶି ରେ ସମ୍ମାନୀତ କରାଯାଇଥିଲା । ଏହି କାର୍ଯକ୍ରମ ରେ ଜିଲ୍ଲାର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜଗ ଜୀବନ ପଟେଲ , ହେମନ୍ତ ପାଢ଼ୀ , ହୋମଗାର୍ଡ ଆରକ୍ଷୀ ନିରୀକ୍ଷକ ବିଶ୍ଵନାଥ ଜେନା , ରିଜର୍ଭ ପୋଲିସ୍ ନିରୀକ୍ଷକ ଅମରେନ୍ଦ୍ର ପାଣିଗ୍ରାହୀ ,DSP ହେମ ସାଗର ନନ୍ଦ , ବିମଳ ବାରିକ ,

ଅନ୍ନପୂର୍ଣ୍ଣା ବେହେରା, କୁମାରୀ ଜିଶା,ଡୋଳା ମଣି ଭୋଇ , ପୁଷ୍ପାଞ୍ଜଳି ନିଙ୍ଗି , ପୁଷ୍ପେନ୍ଦୁ ସାଗର, ସତ୍ୟଜିତ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଜିଲ୍ଲା ର ଗୃହରକ୍ଷୀ ପ୍ରତିଷ୍ଠା ଦିବସ ଅବସରରେଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଜିଲ୍ଲାର କାର୍ଯ୍ୟରତ ହୋମଗାର୍ଡ, ଏନସିସି ଛାତ୍ର ଓ ସମାଜସେବୀ ଭାଗ  ନେଇଥିଲେ । ଏଥିରେ ସମୁଦାୟ  ୪୦ୟୁନିଟ ରକ୍ତ ସଂଗ୍ରହ କରା ଯାଇଛି। ସୁବର୍ଣ୍ଣପୁର ଜିଲ୍ଲାର ରକ୍ତ ଭଣ୍ଡାର ଅଧିକାରୀ ଡl, ଦୁର୍ଗା ଦାତା  ଦାଶ , ସୁବାସ ପଣ୍ଡା, ଜଗତ ଦରୁଆନ ପ୍ରମୁଖ ଉପସ୍ଥିତ ରହି ରକ୍ତ ସଂଗ୍ରହ ରେ ସହାୟତା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like