-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ନେତା ମାଳ ମାଳ ରାସ୍ତା ଏଠି ଦୁର୍ବଳ

06-Dec-2021



ସାଲେପୁର: ଆମେ କେଉଁ ବିଛିନ୍ନା ଅଞ୍ଚଳର କଥା କହୁ ନାହୁଁ ଏ ହେଉଛି ଖୋଦ୍ କଟକ ଜିଲ୍ଲା ସାଲେପୁର ଅଞ୍ଚଳର କଥା ।ଶିଶୁଆ ବଜାର ରୁ ଜଗତସିଂହପୁର ଜିଲ୍ଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଦୃଶ୍ୟ। ଏହି ରାସ୍ତା ଦେଇ ପ୍ରତିଦିନ ହାଜର ହଜାର ଗାଡି, ସ୍କୁଲ, କଲେଜ ଛାତ୍ରଛାତ୍ରୀ, ବ୍ୟବସାୟୀ, ଆମ୍ବୁଲାନ୍ସ,ଦମକଳ ଓ ନେତା ମାନଙ୍କ ଗାଡି ଯାଉଥିବା ବେଳେ ସେହି ନେତା ମାନଙ୍କ ଆଖି ଆଗରେ ଏହି ରାସ୍ତାର ଦୃଶ୍ୟ କିପରି ଲୁଚି ଯାଉଛି ।ଏବେ ଏହା ସାଧାରଣରେ ଚର୍ଚ୍ଚର ବିଷୟ ପାଲଟିଛି। ଏବେ ଏହି ରାସ୍ତା ଅବହେଳିତ ଅବସ୍ଥାରେ

ମରଣଯନ୍ତା ପାଲଟିଥିବା ବେଳେ ପ୍ରଶାସନିକ ଅଧିକାରୀ ନିଘୋଡ଼ ନିଦରେ ଶୋଇଛନ୍ତି। ରାସ୍ତା ରେ ବଡ଼ ବଡ଼ ଖାଲ ଥିବା ବେଳେ ଏହି ଖାଲରେ ପଡ଼ି ଲୋକ ମାନେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଗାଁ ଯୋଡ଼ି ହେଲେ ସହର ଯୋଡ଼ି ହେବ ସହର ଯୋଡ଼ି ହେଲେ ଦେଶ ଯୋଡ଼ି ହେବ କହୁଥିବା ନେତାଙ୍କ ଉଚ୍ଚାରଣ ଓ ରାସ୍ତା ର ରୋଗିଣା ଚିତ୍ରକୁ ଦେଖିଲେ ଯେ କେହି ତାଜୁବ ହେବା ଥୟ। ସାଲେପୁର ଓ କିଶନନଗରର ଉଭୟ ତହସିଲ ପ୍ରଶାସନିକ ଅଧିକାରୀଙ୍କ ମନମୁଖୀ କାର୍ଯ୍ୟ କୁ ରାଜ୍ୟ ସରକାରଙ୍କ ୫- ଟି ଅଧିକାରୀ ତୀକ୍ଷ୍ଣ ନଜର ଦେବା ଦରକାର। ସରକାର ବାଲି ଘାଟରୁ କୋଟି କୋଟି ଟଙ୍କା ରାଜସ୍ବ ଆଦାୟ କରୁଥିବା ବେଳେ କେମିତି ଉକ୍ତ ଅଞ୍ଚଳର ଗମନାଗମନ ଓ ସାଧାରଣ ଲୋକଙ୍କ ନିରାପତ୍ତା ଉପରେ ଏବେ ଏହା ପ୍ରଶ୍ନବାଚୀ ସୃଷ୍ଟି କରିଛି। 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like