-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||     

HOME   ଜିଲ୍ଲା

ବଣିକ ସଂଘ ର ଉପସଭାପତି ଙ୍କ ଦୋକାନ ଖୋଲା। ଫଟୋ ଭାଇରାଲ୍ 

30-Sep-2020



ବଲାଙ୍ଗିର:(Ssntosh Thakur)-  ଗତକାଲି ବଲାଙ୍ଗୀର ବଣିକ ସଂଘ ର ସାଧାରଣ ସମ୍ପାଦକଙ୍କ ଦୋକାନ ଖୋଲା ଥିବା ନେଇ ଏକ ଫଟୋ ଭାଇରାଲ୍ ହୋଇଥିଲା। ଆଜି ବଣିକ ସଂଘ ର ଉପସଭାପତି ଶ୍ରୀ ବିରେନ ମିଶ୍ର ଏବଂ ବିଧାୟକଙ୍କ ଭାଇ ଜିତେନ ମିଶ୍ରଙ୍କ ଦୋକାନ ଖୋଲା ଫଟୋ ସୋସିଆଲ ମିଡିଆରେ ଭାଇରାଲ ।
ସୂଚନା ଥାଉକି ଯେ, ଗତ ୨୪ ତାରିଖରେ ଜିଲ୍ଲା ବଣିକ ସଂଘ ବଲାଙ୍ଗିରରେ କରୋନା ମୁକାବିଲା ପାଇଁ ଏକ ସର୍ବଦଳୀୟ ସଭାର ଡାକରା ଦେଇଥିଲା । ଏହି ସଭାରେ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ପାଇଁ ସର୍ବସମ୍ମତି କ୍ରମେ ୨୫ ତାରିଖରୁ ଆସନ୍ତା ମାସ ୧ ତାରିଖ ପର୍ଯ୍ୟନ୍ତ ସହରାଞ୍ଚଳରେ ଦୋକାନ ବଜାର ବନ୍ଦ କରିବାର ନିଷ୍ପତ୍ତି ପ୍ରକାଶ ପାଇଥିଲ। । ଏହି ଡାକରା କ୍ରମେ ସହରର ବିଭିନ୍ନ ବ୍ୟବସାୟୀ ଅନିଚ୍ଛା ସତ୍ୱେ ତାଙ୍କର ଦୋକାନ ବନ୍ଦ କରିବା ପାଇଁ ବାଧ୍ୟ ହୋଇଥିଲେ । ଯେଉଁ ଦୋକାନୀମାନେ ଡାକରାକୁ ଗ୍ରହଣ ନକରି ଦୋକାନ ଖୋଲୁଥିଲେ, ତାଙ୍କୁ ସଂଘ ତରଫରୁ ପିକେଟିଂ କରି ଦୋକାନ ବନ୍ଦ କରିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ ହୋଇ ଆସୁଥିଲ। । ତେବେ ଗତକାଲି ଖୋଦ୍‌ ସଂଘର ସାଧାରଣ ସମ୍ପାଦକ ଙ୍କ ଦୋକାନ ଖୋଲା ଥିବା ଫଟୋ ଭାଇରାଲ୍ ହେବା ପରେ ଆଜି ଉପସଭାପତି ଓ ବିଧାୟକଙ୍କ ଭାଇଙ୍କ ଦୋକାନ ଖୋଲା ଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ହେବାପରେ  କେବଲ ଛୋଟ ବେପାରୀ ପାଇଁ ନିୟମ ବୋଲି ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026

You Might Also Like