-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||     

HOME   ଜିଲ୍ଲା

ଶହୀଦ ଜୟୀ ରାଜଗୁରୁଙ୍କ ଜିଲ୍ଲାସ୍ତରୀୟ ୨୧୫ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

06-Dec-2021



ପୁରୀ(ସମୀର ରଞ୍ଜନ ନାୟକ ): ଶହୀଦ ଜୟୀ ରାଜଗୁରୁଙ୍କ ଜିଲ୍ଲାସ୍ତରୀୟ ୨୧୫ ତମ ଶ୍ରାଦ୍ଧ ବାର୍ଷିକୀ ବୀରହରେକୃଷ୍ଣପୁର ଗ୍ରାମସ୍ଥିତ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପୀଠ ପରିସରରେ ପାଳିତ ହୋଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଲକୟ,ପୁରୀ,  ଶ୍ରୀ ଶ୍ରୀ ଗୋପିନାଥ ଦେବସ୍ଥାନ ସମିତି, ବୀରହରେକୃଷ୍ଣପୁର, ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ,

ଓଡିଶାଙ୍କ ମିଳିତ ଆନୁକୂଲ୍ୟରେ ଉକ୍ତ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି । ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡଙ୍ଗୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦିବାକର ପାତ୍ର, ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ସମ୍ପାଦକ ଡଃ ଜଟାଧାରୀ ମିଶ୍ର, ଶ୍ରୀ ଶ୍ରୀ ଦେବସ୍ଥାନ ସମିତି, ବୀରହରେକୃଷ୍ଣପୁର ସଭାପତି ଶ୍ରୀ ପ୍ରଣବାନନ୍ଦ ରଥ, ସଂପାଦକ ଶ୍ରୀ ଲକ୍ଷୀକାନ୍ତ ରଥ,ବରିଷ୍ଠ ସଦସ୍ୟ ଶ୍ରୀ ପ୍ରକାଶ ଚନ୍ଦ୍ର ରଥ, ଶ୍ରୀ ଚନ୍ଦ୍ରଶେଖର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ବୀରହରେକୃଷ୍ଣପୁର ଛକସ୍ଥିତ ପ୍ରତିମୂର୍ତ୍ତି, ରାଣୀ ତଲାବରେ ତିଳ ତର୍ପଣ, ଶହୀଦ ଜୟୀ ରାଜଗୁରୁ ସ୍ମୃତି ପୀଠରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଜୟୀ ରାଜଗୁରୁଙ୍କ ତ୍ୟାଗ ଓ ବଳିଦାନର ଅତିଥି ମାନେ ସ୍ମୃତିଚାରଣ କରିଥିଲେ । ସମସ୍ତ ବାଧାବିଘ୍ନ ଓ ତତକାଳୀନ ସମୟରେ  ବୀରତ୍ବର ସହ ପାଇକ ମାନଙ୍କ ନେତୃତ୍ବ ନେଇ ଇଂରେଜ

ମାନଙ୍କ ବିରୁଦ୍ଧରେ ସଂଗ୍ରାମ କରି ଶହୀଦ ହେବା ତାଙ୍କୁ ଚିରସ୍ମରଣୀୟ ରଖିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ସମର୍ପଣ, ରୋଟାରୀ କ୍ଲବ ଅଫ ଶ୍ରୀ ଜଗନ୍ନାଥ ଧାମ, ଶହୀଦ ଜୟୀ ରାଜଗୁରୁ କ୍ଲବ ପକ୍ଷରୁ ମିଳିତ  ଆନୁକୂଲ୍ୟରେ ଆୟୋଜିତ ରକ୍ତଦାନ ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଥଶର୍ମା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସକାଳ ସମୟରେ ଘୋଡା ବଜାରସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା । ଏହି ଅବସରରେ ଶ୍ରୀ ବିଜୟ କୁମାର ମିଶ୍ର, ଶ୍ରୀ ଶିବପ୍ରସାଦ ମିଶ୍ର, ଶ୍ରୀ ଚକ୍ରଧର ମହାପାତ୍ର, ଶ୍ରୀ ମନୋଜ ରଥ, ଶ୍ରୀ ନାରାୟଣ ଦାଶ, ଶ୍ରୀ ପ୍ରସନ୍ନ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026

You Might Also Like