-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅଙ୍ଗନାୱାଡି କେନ୍ଦ୍ର ସ୍ଥାନାନ୍ତରିତକୁ ନେଇ ଗ୍ରାମବାସୀଙ୍କ ବିରୋଧ

06-Dec-2021



ଢେଙ୍କାନାଳ (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ପଙ୍ଗାତିରା ପଂଚାୟତ କେନ୍ଦୁମୁଣ୍ଡାର ଆଜକୁ ୩୦ ବର୍ଷ ହେଲାଣି ଅଙ୍ଗନାୱାଡି କେନ୍ଦ୍ର ଚାଲିଆସୁଛି ! ଏହି ଗ୍ରାମର ଥିବା ଅଙ୍ଗନାୱାଡି କେନ୍ଦ୍ର ଉପରେ ନାରଦ ମୁଣ୍ଡା ଏବଂ କେନ୍ଦୁମୁଣ୍ଡା ଆଦିବାସୀ ପିଲାମାନେ ପାଠ ପଢିବାକୁ ଆସୁଛନ୍ତି କିନ୍ତୁ କେନ୍ଦୁମୁଣ୍ଡା ପୁରୁଣା ସାହିର କିଛି ଏବଂ କେନ୍ଦୁମୁଣ୍ଡା ଅଳ୍ପ କିଛି ଖଳ ପ୍ରକୃତିର ଲୋକ ପୁରୁଣା ସାହିକୁ କେନ୍ଦ୍ରକୁ ଉଠାଇବା ପାଇଁ ଯୋଜନା କରିଥିଲେ ! ପିଲାମାନେ ଯିବାଆସିବା ରାସ୍ତାରେ ପଡୁଥିବା ପୋଖରୀ ଏବଂ ଜଙ୍ଗଲ ଥିବାରୁ କୌଣସି ଲୋକ ସୁରକ୍ଷା ମାନୁନାହାନ୍ତି ! କେନ୍ଦୁମୁଣ୍ଡା ଅଙ୍ଗନାୱାଡି କେନ୍ଦ୍ରପାଇଁ ସରକାର ତରଫରୁ ନିର୍ମାଣ ପାଇଁ ଆସିଥିବା ପାଞ୍ଚ ଲକ୍ଷ ଟଙ୍କାକୁ ସ୍ଥାନାନ୍ତରିତ ନ କରିବା ପାଇଁ କେନ୍ଦୁମୁଣ୍ଡା ଅଙ୍ଗନାୱାଡି କେନ୍ଦ୍ର ନିର୍ମାଣ କରିବା ପାଇଁ ଗ୍ରାମର ସଭାପତି ଭାରତ ସାହୁ, ଗୌରହରି ନାୟକ, ଧନେଶ୍ୱର ଦେହୁରୀ, ସୁଶାନ୍ତ ଦେହୁରୀ, ଅଜୟ ଦେହୁରୀ,ପର୍ଶୁରାମ ଦେହୁରୀ,ସୁଭଦ୍ରା ଦେହୁରୀ ସବିତା ସାହୁ,ଉପାସି ଘଟୁଆଳ, ଅଶାନ୍ତି ସାହୁ, ବିଭୁତି ପଟ୍ଟନାୟକ,ବିଦ୍ୟାଧର ପଟ୍ଟନାୟକ,ବସନ୍ତ ସାହୁ, ଚିତ୍ତରଞ୍ଜନ ସାହୁ, ବାଉରୀ ଘଟୁଆଳ, ହାଡିବନ୍ଧୁ ଦେହୁରୀ, ପ୍ରଶାନ୍ତ ନାୟକ, କାମିନୀ ସାହୁ, ଖାନ୍ଧିଆ ଦେହୁରୀ,ରଞ୍ଜିତା ସାହୁ, ଭାବlନୀ ସାହୁ ଏବଂ ସୁଶାନ୍ତ ସାହୁ ଗ୍ରାମ ବାସୀ ମିଳିତ ହୋଇ କାମାକ୍ଷାନଗର ଉପଜିଲ୍ଲାପାଳ ଏବଂ କଙ୍କଡାହାଡ଼ ବିଡ଼ିଓ ଲିଖିତ ଅଭିଯୋଗ କରିଥିଲେ ଯଦି ଏହାର ସମାଧାନ ନ କରାଯିବ ଆଗାମୀ ଦିନରେ ଉପଜିଲ୍ଲାପାଳ ଆଗରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like