-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୫୯ ତମ ହୋମଗାର୍ଡ ବାର୍ଷିକ ଦିବସ ପାଳନ

06-Dec-2021



ବଲାଙ୍ଗିର, ଆଜି ସ୍ଥାନୀୟ ମନୋହରପୁର ପୋଲିସ ପଡିଆରେ ବଲାଙ୍ଗିର ଜିଲ୍ଲା ହୋମଗାର୍ଡ ବାହିନୀ ଦ୍ୱାରା ୫୯ ତମ ବାର୍ଷିକ ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥିଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତଥା କମାଣ୍ଡେଣ୍ଟ୍ ହୋମଗାର୍ଡ ବଲାଙ୍ଗିର ନିତିନ କୁଶଲକର  ମୁଖ୍ୟ ଅତିଥିଭାବେ ଯୋଗଦେଇ ଜିଲ୍ଲା ଗୃହରକ୍ଷୀଙ୍କର କର୍ତ୍ତବ୍ୟ, ଶୃଙ୍ଖଳା ଓ ଦାୟିତ୍ୱ ସମନ୍ଧୟ ଉଦ୍‌ବୋଧନ ଦେଇ ଉପସ୍ଥିତ ଗୃହରକ୍ଷୀମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ମହାମହିମ ରାଷ୍ଟପତି, ମାନ୍ୟବର ପ୍ରଧାନମନ୍ତ୍ରୀ, ମାନ୍ୟବର କେନ୍ଦ୍ର ଗୃହମନ୍ତ୍ରୀ, ରାଜ୍ୟ ମହାମହିମ ରାଜ୍ୟପାଳ, ମାନ୍ୟବର ମୁଖ୍ୟମନ୍ତ୍ରୀ, ମହାନିର୍ଦ୍ଦେଶକ ରାଜ୍ୟ ଅଗ୍ନିଶମ ସେବା, ବେସମରିକ ନାଗରିକ ସୁରକ୍ଷା ଓ ଗୃହରକ୍ଷୀ ବାହିନି ଓଡିଶା, କଟକ ଙ୍କ ଦ୍ୱାରା ପ୍ରେରୀତ ଗୃହରକ୍ଷୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ମୁଖ୍ୟ ଅତିଥି ପଠନ କରିଥିଲେ । ଉଲ୍ଲେଖନିୟ ସେବା ନିମନ୍ତେ ୭ ଜଣ ଗୃହରକ୍ଷୀଙ୍କୁ ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବା ସହ ଅବସର ପ୍ରାପ୍ତ କମ୍ପାନି କମାଣ୍ଡର, ଟିଟିଲାଗଡ଼ ଧବଲେଶ୍ୱର ଦଳବେହେରା ଙ୍କୁ ଓ ଅବସର ନେବାକୁ ଥିବା ହୋମଗାର୍ଡ ଚତୁର୍ଥ ଶ୍ରେଣୀ କର୍ମଚାରୀଭାବେ କାର୍ଯ୍ୟରତ ଶ୍ରୀ କିଲନ୍ଧର କୁମ୍ଭାର ଙ୍କୁ ମୁଖ୍ୟ ଅତିଥି ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବଦ୍ଧିତ କରିଥିଲେ । ଉଲ୍ଲେଖନିୟ ସେବା ନିମନ୍ତେ ପୁରସ୍କାର ପ୍ରାପ୍ତ ଗୃହରକ୍ଷୀ ଜିତେନ୍ଦ୍ର ଖୁରା କଣ୍ଟାବାଞ୍ଜି ଉତ୍ତରାଞ୍ଚଳ ଡିଆଇଜି ପ୍ରଦାନ କରିଥିବା ପ୍ରଶଂସା ପତ୍ର ସହ ୧ ହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗୃହରକ୍ଷୀ ଚକାନୟନ ବଗର୍ତ୍ତୀ ଦେଓଗାଁ ଥାନା, ଲଲାଟେନ୍ଦୁ ବିଶ୍ୱାଲ ଖପ୍ରାଖୋଲ ଥାନା, ସନନ୍ତ ଘି ବେଲା ବେଲପଡା ଥାନା, ବିଷ୍ଣୁପ୍ରସାଦ ରାୟଗୁରୁ ଟିଟିଲାଗଡ ଥାନା, ସିଦ୍ଧାନ୍ତ ପ୍ରଧାନ ଟାଉନଥାନା ଓ ହେଡକ୍ୱାଟର ପ୍ଳାଟୁନ କମାଣ୍ଡର ସୁଧିର କୁମାର ଜାଲ ପ୍ରତ୍ୟକ ଙ୍କୁ ୧ ହଜାରଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ସହକାରୀ ଦୁର୍ଗପତି ଶ୍ରୀ କୁମୁଦ ସେଠଙ୍କ ତତ୍ୱାବଧାନରେ କମ୍ପାନି କମାଣ୍ଡର ହେମନ୍ତ ବେହେରାଙ୍କର ନେତୃତ୍ୱରେ ପେରେଡ୍ ପରିଚାଲନା ହୋଇଥିଲା । ଏଥିରେ ଜିଲ୍ଲାର ସମସ୍ତ ଥାନାରୁ ଗୃହରକ୍ଷୀ ମାନେ ଯୋଗଦେଇ ଆୟୋଜିତ ପେରେଡ୍‌ରେ ଭାଗନେଇଥିଲେ । ପେରେଡ୍‌ରେ କମାଣ୍ଡରଙ୍କୁ ସେକେଣ୍ଟ୍ ଇନ୍ କମାଣ୍ଡ୍ ଭାବେ ସହଯୋଗ କରିଥିଲେ ପ୍ଳାଟୁନ କମାଣ୍ଡର ପ୍ରଫୁଲ୍ଲ କୁମାର ବଗର୍ତ୍ତୀ । ପ୍ଳାଟୁନ ଦାୟିତ୍ୱରେ ନେଇଥିବା ପ୍ଳାଟୁନ କମାଣ୍ଡର ସୁଧିର କୁମାର ଜାଲ, ଗୁଲାମ ସାହୁ, ଟଙ୍କଧର ସେଠ୍ ଓ ଦିନବନ୍ଧୁ ନାଏକ ପ୍ରମୁଖ ସହଯୋଗ କରିଥିଲେ । ଅତିଥିଭାବେ ୧୮୯ ବାଟାଲିଆନ, ସିଆରପିଏଫ କମାଡେଣ୍ଟ, ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ରିଜର୍ଭ ଆରଆଇ ଅସିତ କୁମାର ସାହୁ, ସର୍‌ଜେଣ୍ଟ୍ ଅମିତ କିର୍ତ୍ତନିଆ, ଟାଉନ ଥାନା ଆଇଆଇସି ପ୍ରିୟଙ୍କା ପ୍ରିୟଦର୍ଶିନି ରାଉତ ଏବଂ ଅନ୍ୟାନ୍ୟ ଥାନା ଅଧିକାରୀ ବୃନ୍ଦ ପ୍ରମୁଖ ଉପସ୍ଥିତ ରହି ଗୃହରକ୍ଷୀ ମାନଙ୍କୁ ଉସାହିତ କରିଥିଲେ । 

 
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like