-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଦୁଇଦିନିଆ କର୍ମଶାଳା ଉଦଯାପିତ

07-Dec-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) -ସ୍ଥାନୀୟ ଟାଉନହଳ ଠାରେ ଭାରତୀୟ ଜନତା ପାର୍ଟି ର ଦୁଇଦିନିଆ ପ୍ରଶିକ୍ଷଣ ବର୍ଗ ଉଦଯାପିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲା ବିଜେପି ସଭାପତି ପ୍ରମୋଦ କୁମାର ମହାପାତ୍ର ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ପ୍ରଶିକ୍ଷଣ ବର୍ଗ ରେ ଜିଲ୍ଲା ପ୍ରଭାରୀ ଭାବେନ୍ଦ୍ର ପଣ୍ଡା ମୁଖ୍ୟଅଥିତି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିଥିଲେ  l ପ୍ରଶିକ୍ଷଣ ବର୍ଗ କୁ ଜିଲ୍ଲା ପ୍ରମୁଖ ରାଜକିଶୋର ମେଣ୍ଡିଲି ପରିଚାଳନା କରିଥିଲେ lଉକ୍ତ ପ୍ରଶିକ୍ଷଣ ବର୍ଗରେ ପ୍ରଶିକ୍ଷକ ଭାବରେ ସୁରେଶ ଚନ୍ଦ୍ର ମହଲା ସୁରକ୍ଷା ଓ ଆତ୍ମ ନିର୍ଭର ଭାରତ ଉପରେ ଆଲୋକପାତ କରିଥିବା ବେଳେ ଜିଲ୍ଲା ଆଇ. ଟି. ସେଲ ସଂଯୋଜକ ସୁନିତା ଗିରି ସଭାପତିତ୍ବ କରିଥିଲେ l ପଞ୍ଚମ ସତ୍ର ରେ ଜିଲ୍ଲା ସାଧାରଣ ସମ୍ପାଦକ ବିଶ୍ଵମ୍ବର ମିଶ୍ର ଅନ୍ତଦୋୟ ପ୍ରଯତ୍ନରେ ଯୁଗାନ୍ତକାରୀ ସାତ ବର୍ଷ ଉପରେ ପ୍ରଶିକ୍ଷଣ ଦେଇଥିବାବେଳେ ଜିଲ୍ଲା ପରିଷଦ ସଦସ୍ୟା ଗାୟତ୍ରୀ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ l ଷଷ୍ଠ ସତ୍ର ରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷା ରୁଦ୍ର କିଶୋର ମହଲା କାର୍ଯ୍ୟକର୍ତ୍ତା ନିର୍ମାଣ ଓ ନେତୃତ୍ୱ ର ବିକାଶ ଉପରେ ମାର୍ଗ ଦର୍ଶନ କରିଥିବାବେଳେ ବଳରାମ ସୁନା ସଭାପତିତ୍ବ କରିଥିଲେ l ସପ୍ତମ ସତ୍ର ରେ ନିର୍ବାଚନ ପରିଚାଳନା ଏବଂ ପଞ୍ଚାୟତ, ପୌର ଓ ସମବାୟ ଉପରେ ଆଲୋଚନା କରିଥିବା ବେଳେ ସଂଯୁକ୍ତା ହୋତା ସଭାପତିତ୍ବ କରିଥିଲେ lଦୁଇଦିନିଆ କର୍ମଶାଳା କୁ ଜିଲ୍ଲା ପ୍ରଭାରୀ ସମାରୋପ ଅଭିଭାଷଣ ପ୍ରଦାନ କରିଥିଲେ l ଉକ୍ତ ପ୍ରଶିକ୍ଷଣ ବର୍ଗରେ ଜିଲ୍ଲା ପରିଷଦ ଅଧ୍ୟକ୍ଷl ଉଷା କୁମାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ପୂଜାରୀ, ରଘୁନାଥ ଜଗଦଲା, ବିଜୟ ମହାକୁର, ଉଲୁଣ୍ଡା ବ୍ଲକ ଚ୍ୟାରମେନ ମିତାଲି ମହାକୁର,ସାଂସଦ ପ୍ରତିନିଧି ଶରତ ଶତପଥୀ,ଜିଲ୍ଲା ଉପସଭାପତି ନଳିନୀ ପଣ୍ଡା, ରାଜେନ୍ଦ୍ର ବିଶି, କୃଷଜ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କିଶୋର ହୋତା, ଶିବ ବେହେରା, ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ବବୁଲୁ ବିଶି, ବିକାଶ ଶତପଥୀ, ରଘୁବୀର ପାଣିଗ୍ରାହୀ, ଜିଲ୍ଲା ପରିଷଦ ସଦସ୍ୟ ସୁଶାନ୍ତ ପଣ୍ଡା,ମଣ୍ଡଳ ସଭାପତି ନିତାଇ ପାଳ, ଆଦିତ୍ୟ ପୁରୋହିତ, ଯୋଗ ଜ୍ୟୋତି ତ୍ରିପାଠୀ, ଅଶୋକ ସାହୁ, ସୁରେଶ ପଧାନ, ବୈଶାଖୁ ମିର୍ଦ୍ଧା ଜୟ  ମିଶ୍ର, ଭୁବନାନନ୍ଦ ବାଦୀ,ଉଷତ କର, ରାଧାକାନ୍ତ ପଣ୍ଡା, ରାମେଶ୍ୱର ପଧାନ, ବାସୁଦେବ ମିଶ୍ର ପ୍ରମୁଖ ଯୋଗଦେଇଥିଲେ l ସୁରୁବାବୁ ସାହୁ, ସୁରେଶ ବିଶ୍ୱାଳ, ସୁକାନ୍ତ ସାହୁ, ଅନନ୍ତ କୁମାର ମିଶ୍ର ଓ ଗିରିଗୋବର୍ଦ୍ଧନ ଥାନାପତି ସହଯୋଗ  କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like