-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ପୂର୍ବ ଛାତ୍ରାବାସର ପ୍ରାକ୍ତନ, ଏବର ଅନ୍ତେବାସୀଙ୍କ "ସ୍ମୃତିର ଷଠୀ ଘର" କାର୍ଯ୍ୟକ୍ରମର ଶୁଭାରମ୍ଭ, ପ୍ରIକ୍ ଶତବାର୍ଷିକୀ ପାଳନ ପ୍ରସ୍ତୁତିରେ ଯଶଶ୍ଵୀ କବି ସଚ୍ଚି ରାଉତରାୟଙ୍କ ଗ୍ରାମରୁ ପବିତ୍ର ମୃତ୍ତିକା ସଂଗୃହିତ

07-Dec-2021



ଭୂନେଶ୍ୱର/କଟକ(ଦୀପକ ଷଡଙ୍ଗୀ) ରେଭେନ୍ସା ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠିତ ଇଷ୍ଟ ହଷ୍ଟେଲ ଏହାର ଶତବାର୍ଷିକୀ ପାଳନ କରୁଛି ଡ଼ିସେମ୍ବର ୨୪ ତାରିଖରେ| ଏହି ଐତିହାସିକ ଉତ୍ସବରେ ଇଷ୍ଟ ହଷ୍ଟେଲ ଆଲୁମିନି ଆସୋସିଏସନ ଏବଂ ଏହାର ଅନ୍ତେବାସୀମାନଙ୍କ ଦ୍ୱାରା ଅନେକ ସୃଜନଶୀଳ ପଦକ୍ଷେପ ନିଆଯାଇଛି | ଏହିପରି ଏକ କାର୍ଯ୍ୟକ୍ରମ ହେଉଛି "ସ୍ମୃତିର ଷଠିଘର" | ଛାତ୍ରାବାସର ପୂର୍ବତନ ତଥା ବର୍ତ୍ତମାନର ଅନ୍ତେବାସୀମାନଙ୍କୁ ଯୋଡ଼ିବାର ଏହି ଅଭିନବ ପ୍ରୟାସର ଅୟମାରମ୍ଭ ହୋଇଛି । 

ଏହି ବିଭାଗରେ ପୂର୍ବତନ ତଥା ବର୍ତ୍ତମାନର ଅନ୍ତେବାସୀମାନଙ୍କ ଏକ ଦଳ ଆଜି ମଧ୍ୟାହ୍ନ ୧୨ ଘଟିକା ସମୟରେ ଖୋର୍ଦ୍ଧାର ଗୁରୁଜଙ୍ଗ ଠାରେ ଆମର ସମ୍ମାନିତ ଆଲୁମିନି ସ୍ୱର୍ଗତ ଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କର ଜନ୍ମ ସ୍ଥାନ ପରିଦର୍ଶନ କରିଥିଲେ | ସ୍ବର୍ଗତ ରାଉତରାୟଙ୍କ କାଳଜୟୀ ରଚନା "ଛୋଟ ମୋର ଗାଁଟି"ର ସେହି ପଂକ୍ତି "...ମାଟିର ସେଇ ସରଗ ମୋର, ସେଇଠି ଅଛି ମୋ ଷଠିଘର..."କୁ ମନେପକାଇ ତାଙ୍କ ପବିତ୍ର ଜନ୍ମଭୂମି ପୂଜନ ସହ ମୃତ୍ତିକା ସଂଗ୍ରହ କରିଥିଲେ । ସଂଗୃହୀତ ମୃତ୍ତିକା ବ୍ୟବହାର କରି ପୂର୍ବ ଛାତ୍ରାବାସ ପ୍ରାଙ୍ଗଣରେ ଏକ  ସ୍ମୃତି ସ୍ତମ୍ଭ  ସ୍ଥାପନା ସହ ସ୍ମୃତିବୃକ୍ଷ ରୋପଣ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହି ପ୍ରକ୍ରିୟାରେ ପୂର୍ବ ଛାତ୍ରାବାସର ପୂର୍ବତନ ବିଶିଷ୍ଟ ଅନ୍ତେବାସୀମାନଙ୍କ ଜନ୍ମଭୂମିରୁ ମୃତ୍ତିକା ସଂଗ୍ରହ ଅଭିଯାନ ଜାରି ରହିବ ।

ଏହି ଐତିହାସିକ ମୃତ୍ତିକା ସଂଗ୍ରହ ଅଭିଯାନ ପୂର୍ବ ଛାତ୍ରାବାସର ପୂର୍ବତନ ଅନ୍ତେବାସୀ ତଥା ମୁଖ୍ୟ ଆୟକର କମିଶନର ଶ୍ରୀଯୁକ୍ତ ମନୋରଞ୍ଜନ ପାଣିଗ୍ରାହୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପୂର୍ବତନ ଅନ୍ତେବାସୀ ଶଶାଙ୍କ ଶେଖର ରାଉତ, ରୁଦ୍ର ନାରାୟଣ ଧଳସାମନ୍ତ, ସନ୍ତୋଷ ସେଠୀ, ଅମିତ୍ ସାହୁ, ଇଷ୍ଟ ଆଲୁମିନି ଆସୋସିଏସନର ସାଧାରଣ ସଭାପତି ପ୍ରତାପ ମହାନ୍ତି ତଥା ଓଡ଼ିଶା କୃଷି ବୈଷୟିକ ବିଶ୍ଵବିଦ୍ୟାଳୟର ପ୍ରଫେସର ଡ଼ଃ ସର୍ବନାରାୟଣ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । 

ବର୍ତ୍ତମାନର ଅନ୍ତେବାସୀ ଗୌରବ କୁମାର ମଲ୍ଲିକ ତଥା ସିପୁନ କୁମାର ସାହୁ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ "ସ୍ମୃତିର ଷଠିଘର" କାର୍ଯ୍ୟକ୍ରମର ତତ୍ତ୍ୱାବଧାରକ ସମ୍ବିତ ତ୍ରିପାଠୀ । "ସବୁଜ ସାହିତ୍ୟ ସମିତି" ତରଫରୁ ଏହାର ସମ୍ପାଦକ ସୁରଜ ଶତପଥୀ ତଥା ବର୍ତ୍ତମାନର ଛାତ୍ରାବାସ ମୁଖପତ୍ର ଜାଗରଣର ସମ୍ପାଦକ ଶୁଭ୍ରଜିତ୍ ସ୍ୱାଇଁ କାର୍ଯ୍ୟକ୍ରମର ସଫଳ ପରିଚାଳନା ନିଶ୍ଚିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like