-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ରାଜ୍ୟ

ହାଇକୋର୍ଟରେ ପଡ଼ିରହିଛି ଦେଢ଼ ଲକ୍ଷରୁ ଅଧିକ ମାମଲା: ମନ୍ତ୍ରୀ ପ୍ରତାପ ଜେନା

07-Dec-2021



ଭୁବନେଶ୍ବର (ଶୁଭାଶିଶ ନାଏକ) : ହାଇକୋର୍ଟରେ ପଡ଼ିରହିଛି ଦେଢ଼ ଲକ୍ଷରୁ ଅଧିକ ମାମଲା । ଏନେଇ ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଉତ୍ତର ଦେଇଛନ୍ତି । ହାଇକୋର୍ଟରେ ୧ ଲକ୍ଷ ୮୭ ହଜାର ୨୮ଟି ମାମଲା ପଡ଼ି ରହିଛି । ଜିଲ୍ଲା କୋର୍ଟରେ ୧୭ ଲକ୍ଷ ୬୮ ହଜାର ୭୦୪ ମାମଲା ପଡି ରହିଛି । ୩ ବର୍ଷରେ ୮ ଲକ୍ଷ ୯୫ ହଜାର ୪୧୨ଟି ମାମଲାର ଫଇସଲା ହୋଇଛି । ଏନେଇ ଆଜି ବିଧାନସଭାରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଉତ୍ତର ଦେଇଛନ୍ତି ।
ତେବେ ବିଧାନସଭାର ଷଷ୍ଠ ଦିନରେ ବି ଚାଲିପାରିଲାନି ଗୃହ । ଗୃହ ମଧ୍ୟଭାଗରେ ନାରାବାଜି କରିଥିଲେ ବିରୋଧୀ । ମମିତା ମେହେର ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବି କରିଥିଲେ । ଗୃହରେ ପ୍ଲାକାର୍ଡ ଧରି କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ । ଗୃହରେ ଘଣ୍ଟ ବଜାଇ ବିଜେପି ବିଧାୟକ ପ୍ରତିବାଦ କରିଥିଲେ । ଦର ବୃଦ୍ଧି ପତିବାଦରେ ବିଧାନସଭା ପରିଷଦ ଗାନ୍ଧୀ ମୂର୍ତ୍ତି ତଳେ ବିଜେଡି ବିଧାୟକ ଧାରଣା ଦେଇଥିଲେ । ହଟ୍ଟଗୋଳ ଯୋଗୁଁ ଗୃହ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like