-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||     

HOME   ଜିଲ୍ଲା

ଶ୍ୟାମଜି ରାଇସ ମିଲର ବେଆଇନ କାରବାର  ର ପର୍ଦ୍ଦାଫାଶ

07-Dec-2021




ପାଟଣାଗଡ଼ (ପୂର୍ଣ୍ଣ ଶଶି ଶେଖର ରାଓ) : ହଜାର ହଜାର କ୍ଵିଣ୍ଟାଲ ଧାନ ଓ ଚାଉଳ ମିଲରେ ଗଚ୍ଛିତ ଥିବା ଜିଲ୍ଲାପାଳଙ୍କ  ହସ୍ତକ୍ଷେପ  ପରେ ଜଣାପଡ଼ିଛି। ପାଖାପାଖି ୫ ହଜାର କ୍ଵିଣ୍ଟାଲ ଧାନ ଓ ୨ ହଜାର କ୍ଵିଣ୍ଟାଲ ଚାଉଳ ମିଳିଛି। ସୂଚନା ଅନୁଯାୟୀ ୬/୧୨/୨୧  ରାତି ରେ ମାଜିଷ୍ଟ୍ରେଟ ଦାୟିତ୍ବ ରେ ଖପ୍ରାଖୋଲ ତହସିଲଦାର ଆଦିତ୍ୟ ନାରାୟଣ ମିଶ୍ର  ଆସି ଶ୍ୟାମ ଜୀ ମିଲ ଭିତରୁ ଧାନ ଓ ଚାଉଳ ଠାବ କରିଥିଲେ। ୭/୧୨/୨୧ ଦିନ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶନାରେ  ୪ ଜଣିଆ ଟିମ ଟିକନିକ ଯାଂଚ କରୁଛନ୍ତି । ମିଲର ଚାଉଳ ଷ୍ଟକ୍ ଶୂନ ରହିଥିବା ରିପୋର୍ଟ ଦେଇ ସାରିଥିବା ବେଳେ ହଜାର ହଜାର କ୍ଵିଣ୍ଟାଲ ଚାଉଳ କେମିତି ଗଛିତ ରହିଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। କେବଳ ଏତିକି ନୁହେଁ, ଜିଲ୍ଲାରେ ଧାନ କିଣା ଠିକ୍ ଭାବରେ ଆରମ୍ଭ ହୋଇନଥିବା ବେଳେ ଶ୍ୟାମଜି ମିଲରେ ପ୍ରାୟ ୫ ହଜାର

କ୍ଵିଣ୍ଟାଲ ଧାନ ବାହାରିବା ସମସ୍ତଙ୍କୁ ଚକିତ କରିଦେଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ଯୋଗାଣ ବିଭାଗ ଅଧିକାରୀ ଓ ପାଟଣାଗଡ ଉପଜିଲ୍ଲାପାଳ ମିଲର ଷ୍ଟକ ଏବଂ  ଗୋଦାମ କୁ  ଟିକନିକ ଯାଂଚ କରି ସାରିଥିବା ନିଜେ ପାଟଣାଗଡ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀ ଜଣାଇଥିବା ବେଳେ କେମିତି ଏତେ ପରିମାଣର ଧାନ ଚାଉଳ ବାହାରିଲା ତାକୁ ନେଇ ଉପଜିଲ୍ଲାପାଳ ଙ୍କ ଯାଞ୍ଚ ପ୍ରକ୍ରିୟା ଉପରେ ମଧ୍ୟ ସନ୍ଦେହ ସୃଷ୍ଟି ହୋଇଛି।  ଏଥିରୁ ସ୍ପଷ୍ଟ ଭାବରେ ଜଣାପଡୁଛି ଯେ ମିଲ ମାଲିକ ସହିତ  ଯୋଗାଣ ବିଭାଗ ଅଧିକାରୀ ଓ ପ୍ରଶାସନିକ ଅଧିକାରୀ ମଧ୍ୟ ସଂପୃକ୍ତି ଅଛନ୍ତି। ସେପଟେ ପାଟଣାଗଡ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠି କହିଛନ୍ତି ଯେ, ମିଳରେ ସେମିତି କିଛି ଧାନ ଚାଉଳ ନାହିଁ I ତେବେ ମିଲରେ ଏତେ ପରିମାଣର ଧାନ ଚାଉଳ ଥିବା ସତ୍ତ୍ୱେ ଉପଜିଲ୍ଲାପାଳ କେମିତି ଜାଣି ପାରିଲେ ନାହିଁ ନା ମିଲ ମାଲିକକୁ ବଞ୍ଚାଇବାକୁ ଉଦ୍ୟମ ଚଳାଇଛନ୍ତି ପାଟଣାଗଡ଼ ଉପଜିଲ୍ଲାପାଳ  ବିଜୟାନନ୍ଦ ସେଠୀ  । ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026

You Might Also Like