-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ପାଏନ୍ ପରବ୍ ୨୦୨୧ ଉଦଘାଟିତ୍

07-Dec-2021



ବରଗଡ:-ବରଗଡ଼ ଜିଲ୍ଲା ଭେଡେନ ବ୍ଳକ ଅନ୍ତର୍ଗତ କୁବେଡେଗା ଗ୍ରାମ ପଞ୍ଚାୟତ ଆନୁକୂଲ୍ୟରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ପାଏନ୍ ପରବ୍୨୦୨୧ ଉଦଘାଟିତ୍ ହୋଇଯାଇଛି  ।ଚଳିତ୨୦୨୧-୨୨ ଆଥିର୍କ ବର୍ଷରେ ଅନୁମୋଦିତ ତଥା ଅଢ଼େଇ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରେ ଖଗସିପାଲି ଆନ୍ଧ୍ର ପଡା ସ୍ଥିତ ରାମ ମନ୍ଦିର ପରିସରରେ ନିର୍ମିତ ଫ୍ରିଜର୍ ଯୁକ୍ତ ଏହି ପ୍ରକଳ୍ପ କୁ ସ୍ଥାନୀୟ ସରପଞ୍ଚ ଶ୍ରୀମତି ବିଷ୍ଣୁପ୍ରିୟା ଭୋଇ ଉଦଘାଟନ କରିଥିଲେ।ପ୍ରଥମେ ମହାପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଠାରେ ପୂଜାର୍ଚ୍ଚନା କରାଯାଇଥିଲା।ଏହି ଅବସରରେ ସପତ୍ନିକ ଯୋଗ ଦେଇଥିବା ଉତ୍ପନ୍ନ କୁମାର ଭୋଇଙ୍କୁ ଉତ୍ସବ ରେ  ସମବେତ ଜନ ସାଧାରଣଙ୍କ ପଖରୁ ତୋରାଟି ରାମଡୁ ଓ ତାଙ୍କ ଧର୍ମ ପତ୍ନୀ ତୋରାଟି ଆମ୍ମାଜୀ ପୁଷ୍ପମାଳ୍ୟ ଓ ଶୀତବସ୍ତ୍ର ଦେଇ ସମ୍ମାନୀତ କରିଥିଲେ। କାର୍ଯ୍ୟକ୍ରମ ଆୟୋଜନ ରେ ବ୍ରହ୍ମାଜୀ ,ଆଦିନାରାୟଣ, ରାମବାବୁ,କେ ସୁରେସ ,ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like