-+91-9937148622 |
prerana_bgr@rediffmail.com |
Wednesday 16th September 2026 |
R.N.I. Regd No. ODIODI/2010/46693
Breaking News
07-Dec-2021
ଟିଟିଲାଗଡ଼(ସନ୍ତୋଷ କୁମାର ନାଏକ) :: ପୁରୀ ଅଜମେର ଟ୍ରେନରେ ଆଜି ସକାଳୁ ହଠାତ୍ ନିଆଁ ବାହାରିଥିଲା। ଫଳରେ ଟ୍ରେନଟି ଘଣ୍ଟାଏ କାଳ ଟିଟିଲାଗଡ଼ ଜଙ୍କସନରେ ଅଟକି ରହିଥିଲା। ବଗି ନମ୍ବର ଏସ୍ ୭ରେ ବ୍ରେକ ଜୋରରେରେ ଘସି ହେବା ଯୋଗୁଁ ଏହି ନିଆଁ ଲାଗିଥିଲା ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ ସିଏନଡବ୍ଲୁ ବିଭାଗ ପହଁଞ୍ଚି ନିଆଁକୁ ଆୟତ କରିବାରେ ସକ୍ଷମ ହୋଇଥିଲେ ।