-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଦ୍ବିତୀୟ ତ୍ରୟମାସିକ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ

07-Dec-2021



ଢେଙ୍କାନାଳ(ତାପସ ଦାସ): ଆଜି ପୂର୍ବାହନରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟସ୍ଥ ସଦଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଦିତୀୟ ତ୍ରୟମାସିକ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ ହୋଇଛି । ବିଭିନ୍ନ ବିପର୍ଯ୍ୟୟ ସମୟରେ କିପରି ଜନସାଧାରଣଙ୍କ ଧନ ଜୀବନ ରକ୍ଷା କରି ସେମାନଙ୍କ ଦୈନିନ୍ଦିନ ଜୀବିକା ଜୀବନକୁ ସ୍ବାଭାବିକ କରାଯାଇପାରିବ ସେଥପ୍ରତି ସମସ୍ତ ଉପଜିଲ୍ଲାପାଳ , ବି.ଡି.ଓ . , ତହସିଲଦାର ଏବଂ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ସମନ୍ଵୟ ରଖୁ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି । ଗତ ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତାଘାଟ ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟର ମରାମତି ଯଥାଶୀଘ୍ର ଶେଷ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ କହିଛନ୍ତି । ଏହି ବୈଠକରେ ଜିଲ୍ଲାରେ କରୋନ ସଂକ୍ରମଣକୁ ରୋକିବା ନିମନ୍ତେ ନିଆଯାଇଥିବା ବିଭିନ୍ନ କର୍ଜ୍ୟକ୍ରମ ସମର୍କରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ବିପର୍ଯ୍ୟୟର ମୁକାବିଲା ଓ ପରବର୍ତୀ ପଦକ୍ଷେପ ଗ୍ରହଣ ନିମନ୍ତେ ଯେଉଁ ଅନୁଷ୍ଠାନ ଭଲକାମ କରିବେ ସେହି ଅନୁଷ୍ଠାନକୁ ପ୍ରଥମ କରି ଆରମ୍ଭ ହୋଇଥିବା ସହିଦ ବାଜି ରାଉତ ବିପର୍ଯ୍ୟୟ ପୁରଷ୍କାର ପ୍ରତିବର୍ଷ ଦଶହଜାର ଟଙ୍କାର ଅର୍ଥ ରାଶି ପ୍ରାକୃତିକ ବିପର୍ଯ୍ୟୟ ଦିବସରେ ପ୍ରଦାନ କରାଯିବ । ୨୦୨୧ - ୨୨ ଆର୍ଥିକ ବର୍ଷରେ ପଞ୍ଚାୟତ ସ୍ତରରେ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ଯୋଜନା ପ୍ରଥମ କରି ଆରମ୍ଭ କରାଯିବ । ପ୍ରତ୍ୟେକ ପଞ୍ଚାୟତକୁ ଏହି ଯୋଜନାରେ ପଚାଶ ହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରାଯିବ । ଏହି ଅର୍ଥ ଗାଶି ପ୍ରତି ପଞ୍ଚାୟତର ମିସନ

ଶଲ୍ଲି ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦକ୍ଷତା ବିକାଶ ନିମନ୍ତେ ଗ୍ରାମ ପଞ୍ଚାୟତ ଫେଡରେଶନ ଗଠନ କରାଯାଇ ଏହାକୁ ବିପର୍ଯ୍ୟୟ ମୁକାବିଲାର ସଚେତନତା , ପ୍ରଶିକ୍ଷଣ ଏବଂ ୱାଲ ପେଣ୍ଟିଙ୍ଗ କାର୍ଯ୍ୟକ୍ରମରେ ବିନିଯୋଗ କରାଯିବ । ଅଦିନିଆ ବର୍ଷାରେ କ୍ଷୟକ୍ଷତି ଏବଂ ମରୁଡି ସମ୍ବନ୍ଧରେ ଆଲୋଚନା କରଯାଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଶାଙ୍କ ଶେଖର ଦାସ , ଉପନିର୍ଦେଶକ ଶ୍ରୀ ସରୋଜ କୁମାର ସେଠୀ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଉପନିର୍ଦେଶକ , ଉଦ୍ୟାନ ବିଭାଗ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ , ଉପ ଆରକ୍ଷୀ ଅଧିକ୍ଷକ ( ଡି.ଆଇ. ବି . ) ସମେତ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇ ଥିଲେ । ଏହି ବୈଠକରେ ଓସ ଡମାର ଜିଲ୍ଲା ପ୍ରୋଗ୍ରାମ ଅଫିସର ଶ୍ରୀ ନିମେଇ ଚରଣ ଦାସ ପାୱାର ପଏଣ୍ଟ ମାଧ୍ୟମରେ ଜିଲ୍ଲାରେ ଘଟିଥିବା ବିଭିନ୍ନ ବିପର୍ଯ୍ୟୟ ସମ୍ପର୍କରେ ବୈଠକରେ ଅବଗତ କରାଇଥିଲେ । ପରିଶେଷରେ ଜିଲ୍ଲା ଆପାଗ କାଳୀନ ଅଧିକାରୀ ଶ୍ରୀମତୀ ସ୍ନିଗ୍ଧଛାୟା ମହାପାତ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like