-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଶିକ୍ଷା ବିଭାଗ ରେ କିରାଣୀ ପଦୋନ୍ନତି ରେ ବିଳମ୍ବ କାହିଁକି.?

07-Dec-2021



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ) :ବଲାଙ୍ଗୀର ଜିଲ୍ଲାରେ ଥିବା ୧୪ ଗୋଟି ବି ଇ ଓ ଅଫିସ ରୁ ୧୧ ଗୋଟି ବି ଇ ଓ ଅଫିସ ରେ କନିଷ୍ଠ ସହାୟକ ପଦବୀ ଖାଲିଅଛି । ପାଟଣାଗଡ଼ ବି ଇ ଓ ଅଫିସ ରେ କନିଷ୍ଠ ଏବଂ ବରିଷ୍ଠ ସହାୟକ ପଦବୀ ଖାଲି ପଡ଼ିଛି । ସେହିଭଳି ଟିଟିଲାଗଡ ବି ଇ ଓ ଅଫିସ ର ହେଡକ୍ଲାର୍କ ଙ୍କ ମୃତ୍ୟୁ ପରେ ପ୍ରାୟ ଏକ ବର୍ଷ ହେବ ଏହି ପଦବୀ ଖାଲିଅଛି । ବର୍ଷ ସରିବାକୁ ଆଉ କିଛି ଦିନ ବାକି ଥିବା ବେଳେ ଜିଲ୍ଲା ଶିକ୍ଷଧିକାରୀ ଙ୍କୁ ସମୟ ମିଳୁନଥିବାରୁ  ବଦଳି ପାଇଁ ଜିଲ୍ଲାପାଳ ଙ୍କ ପାଖକୁ ଟ୍ରାନଷ୍ଫର୍ ଫାଇଲ ଏପ୍ରୁଭାଲ ପାଇଁ ପଠାଉ ନାହାନ୍ତି ତଥା ପଦୋନ୍ନତି ପାଇଁ ଜିଲ୍ଲା ସ୍ତରୀୟ ପଦୋନ୍ନତି ( ଡି ଏଲ୍ ପି ସି ) କମିଟି ବସାଉ ନାହାନ୍ତି । ଯଦ୍ୱାରା ପଦୋନ୍ନତି ତଥା ବଦଳି ତାଲିକା ରେ ଥିବା ଆଶାୟୀ କର୍ମଚାରୀ ମାନେ ପଦୋନ୍ନତି ତଥା ବଦଳି ନ ହୋଇ ନିରାଶ ହେଉଛନ୍ତି । ପ୍ରତିବର୍ଷ ଏହି ପଦୋନ୍ନତି ଏବଂ ବଦଳି ପ୍ରକ୍ରିୟା ଠିକ୍ ସମୟ ମଧ୍ୟରେ ହେଉଥିବା ବେଳେ ଚଳିତ ବର୍ଷ ଏହା ହେବ କି ନାହିଁ ଏକ ପ୍ରଶ୍ନବାଚୀ । ଜିଲ୍ଲା ଶିକ୍ଷାଧିକାରୀ ବର୍ତ୍ତମାନ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ମାନେ କିଭଳି ପ୍ରମୋସନ୍ ପାଇବେ ସେଥିପାଇଁ ଗ୍ରେଡେଶନ ତାଲିକା ପ୍ରସ୍ତୁତ କରିବାରେ ବ୍ୟସ୍ତ ଥିବା ଜାଣିବାକୁ ମିଳିଛି । ତେବେ କନିଷ୍ଠ ଏବଂ ବରିଷ୍ଠ ସହାୟକ ମାନଙ୍କ ପଦୋନ୍ନତି ଏବଂ ବଦଳି କରିବା ମଧ୍ୟ ଜିଲ୍ଲା ଶିକ୍ଷାଧିକାରୀ ଙ୍କ କର୍ତ୍ତବ୍ୟ । ଯଦି କନିଷ୍ଠ ଏବଂ ବରିଷ୍ଠ ସହାୟକ ମାନଙ୍କ ପଦୋନ୍ନତି ଏବଂ ବଦଳି ପ୍ରକ୍ରିୟା ଠିକ୍ ସମୟରେ ନ ହୁଏ ତେବେ ଅନେକ ବି ଇ ଓ ଅଫିସ ପ୍ରାୟ ଅଚଳାବସ୍ଥା ହେବାର ସମ୍ଭାବନା କୁ ଏଡାଇ ଦିଆଯାଇନପାରେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like