-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଅହମଦୀୟା ଯୁବ ସଂଗଠନର କାର୍ଯ୍ୟକାରିଣୀ ବୈଠକ

07-Dec-2021



ଭୁବନେଶ୍ୱର, ୟୁନିଟ-୪ ସ୍ଥିତ ମସଜିଦ ଡମନ୍ ଠାରେ ଭୁବନେଶ୍ୱର ମଜଲିସ ଖୁଦ୍ଦାମୁଲ ଅହମଦୀୟା ଯୁବ ସଂଗଠନର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଖୋର୍ଦ୍ଧା ଓ ନୟାଗଡ଼ର ଅହମଦୟା ମୁସଲିମ ଯୁବ ସଂଗଠନ ସଭାପତି ତବରେଜ ଅହମଦ ଖାଁ ଯୋଗ ଦେଇଥିଲେ  । ପବିତ୍ର କୋରାନ ପାଠ ଶମିମ ଅହମଦ କରିବା ସହ ବୈଠକ କାର୍ଯ୍ୟ ଆରମ୍ଭ ହୋଇଥିଲା ।  ଏହି ବୈଠକରେ ମୌଲାନା ଫଜଲ ହକ ଖାଁ ପୌରୋହିତ୍ୟ କରିଥିଲେ । ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଭୁବନେଶ୍ୱର ଅହମଦୀୟା ଯୁବ ସଂଗଠନର ସଭାପତି ସମିର ଅହମଦ କହିଲେ; ଉତମ ସମାଜ ଗଢିବାରେ ଯୁବକମାନଙ୍କ ଭୁମିକା ବହୁତ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ । ଯୁବକମାନଙ୍କ ଗତିରେ ହିଁ ଦେଶର ଓ ସମାଜର ପ୍ରଗତି ରହିଛି ।  ଯୁବକମାନେ ଶୃଙ୍ଖଳିତ ହୋଇ ଭଲ କର୍ମ କରିବା ଦରକାର । 
         ମୁଖ୍ୟ ଅତିଥି ତବରେଜ ଅହମଦ ଖାଁ କହିଲେ; ଯୁବକମାନଙ୍କୁ ଏବେ ଶିକ୍ଷା କ୍ଷେତ୍ରରେ ଭଲ ଅବସର ମିଳୁଛି । ଭଲ ପାଠ ପଢି ଭଲ ସମାଜ ଗଢିବା ଉଚିତ୍ । ସଭାପତିତ୍ୱ ଭାଷଣରେ ମୌଲାନା ଫଜଲ ହକ ଖାଁ କହିଲେ; ବାପ-ମା ମାନେ ଯଦି ସନ୍ତାନର ସଠିକ ଯତ୍ନ ନଅନ୍ତେ ତେବେ ପିଲାଟି ଦିନରୁ ତାଙ୍କର ଚିନ୍ତାଧାରା ଭଲ ହୁଅନ୍ତା । ଏବେ ଆମେ ପାଶ୍ଚାତ୍ୟ ଜଗତର ସଭ୍ୟତାକୁ ଆପଣାଇବା ଦ୍ୱାରା ସନ୍ତାନମାନଙ୍କ ଉପରେ ତାର ଘୋର କୁପ୍ରଭାବ ପଡ଼ିଛି । ଫଳରେ ଆମେମାନେ ଆମର ସଭ୍ୟତା, ସଂସ୍କୃତି, ଶିଷ୍ଟାଚାର, ଗୁରୁଭକ୍ତି ତଥା ଭାରତ ବର୍ଷର ଐତିହ୍ୟକୁ ଭୁଲି ଯାଉଛୁ । ଆମମାନଙ୍କ ମଧ୍ୟରେ ସେ ମାନବିକତା ଓ ଏକାଗ୍ରତା ନାହିଁ । ସାଂସାରିକ ଭୋଗବିଳାସ, ଭଲ ଖାଇବା, ଭଲ ପିନ୍ଧିବା ଏବଂ ନିଜେ ଭଲରେ ରହିବା ହିଁ ଜୀବନର ମୂଳ ଲକ୍ଷ ହୋଇ ଯାଇଛି । ଧର୍ମକର୍ମରେ ଆଗେଇବା ତଥା ମାନବ ସେବା ଓ ପରୋପକାରୀ ହେବା ପାଇଁ ଯୁବକମାନଙ୍କୁ ସେ ଆହ୍ୱାନ ଦେଇଥିଲେ । 
      ଏହି ବୈଠକରେ ଉପସଭାପତି ସେକ ରମଜାନ, ପୂର୍ବତନ ଯୁବ ସଭାପତି ଅହମଦ ସଲାମ, ମୁଖତାର ଅଲି, ସୟଦ ତାହେର ଅହମଦ, ସଲାଉଦ୍ଦିନ ଖାଁ ଏବଂ କମାଲ ଅହମଦଙ୍କ ବ୍ୟତୀତ ଅନେକ ଯୁବ ସଂଗଠନର କର୍ମକର୍ତାମାନେ ଯୋଗ ଦେଇଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like